ଆଜିର ରାଶିଫଳ (୬/୩, ବୁଧବାର)

ମେଷ-ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସିମତେ କାର୍ଯ୍ୟକୁ ହାସଲ କରିବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ପଦମର୍ଯ୍ୟାଦା ବଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- କୃଷ୍ଣପକ୍ଷ ନବମରେ ଘାତଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଅବହେଳା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ହତୋତ୍ସାହ ରହିବେ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ କ୍ରୟ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ପରିା୍ରମୀ ହେବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଦ ବିବାଦ ଉପୁଜିପାରେ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା-କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇ ଆଶ୍ୱସ୍ତି ହେବେ । ରାଜନୀତିରେ ଧନ ସମ୍ମାନ ମିଳିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମକର- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆୟବ୍ୟୟ ସମାନ ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରରେ ପ୍ରସନ୍ନତା ଭିତରେ ଗତି କରିବେ । ସାଂସାରିକ ସୁଖ ସନ୍ତୋଷ ପ୍ରପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- କୃଷ୍ଣପକ୍ଷ ବ୍ୟୟ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ପ୍ରତାରଣାର ଶୀକାର ହେବେ । ସାଂସାରିକ ଚିନ୍ତିତ ରହିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ

ଚଳିତ ସପ୍ତାହର ରାଶିଫଳ- ଏହି ରାଶିର ଶୁଭାଶୁଭ ଫଳ

ଆଜିର ପଞ୍ଜିକା-ଆଜିର ରାଶିଫଳ

ଆଜିର ରାଶିମାନଙ୍କର ଶୁଭାଶୁଭ ଫଳ

ଗୁରୁବାରର ପଞ୍ଜିକା ରାଶିଫଳ

ଆଜିର ରାଶିମାନଙ୍କର ଶୁଭାଶୁଭ ଫଳ