ଆଜିର ରାଶିଫଳ (୭/୪, ରବିବାର)

ମେଷ- ଶ୍ରୀଚନ୍ଦ୍ର ସତ କିନ୍ତୁ ଘାତ ପ୍ରଭାବ ଥିବାରୁ କିଛିଟା ଉତ୍ତେଜନା ଭିତରେ ଚଳଚଞ୍ଚଳ ରହିବେ । ସାଂସାରିକ ଅସ୍ଥିରତା ଭିତରେ ଗତି କରିବେ । ଚାକିରିିରେ କିଛିିଟା ସମସ୍ୟା ରହିପାରେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ବୃଷ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ସମସ୍ୟା ରହବି । ସାଂସାରିକ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗମେଟାଲକି୍‌ ।

ମିଥୁନ- ଲାଭ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମ୍ମାନ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରକି ଉଚ୍ଚ ଆଶା ପୂରଣ ହେବ । ଚାକରିିରେ ପଦୋନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ-ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ଆଗେଇବେ । ସାଂସାରକି ସୁଖୀ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ବାଟରେ କ୍ଷତିଗସ୍ତ୍ର ହୋଇପାରନ୍ତି । ସାଂସାରିକ ଅସହଯୋଗ ଦେଖାଦେବ । ଚାକିରିରେ ଅଭିଯୋଗ ହୋଇପାରେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ ଆଗେଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହେବ । ସାଂସାରିକ ସୁଖୀ ରହିବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରକି ସୁଖୀ ରହେିବ । ପ୍ରଶାସନକି ଦାୟିତ୍ୱବୋଧ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ମକର- ଶୁକପ୍ଳକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ମନର୍ଥତା ରହିବ । ସାଂସାରିକ ବିଚଳିତ ରହିବେ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- ଶୁକ୍ଲପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବି । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

   ସମ୍ବନ୍ଧିତ ଖବର


ଆଜିର ରାଶିଫଳ (୨୮/୧୧ ଶନିବାର)

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆଜିର ରାଶିଫଳ (୨୭/୧୧ ଶୁକ୍ରବାର)

ଶୁକ୍ରବାର ରାଶିଫଳ

ଆଜିର ରାଶିଫଳ (୨୫/ ୧୧ ବୁଧବାର)

ବୁଧବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ