PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଆଜିର ରାଶିଫଳ (୮/୩, ଶୁକ୍ରବାର)

ମେଷ-ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ । ସାଂସାରିକ କାର୍ଯ୍ୟ ବିଳମ୍ବ ଦେଖାଦେବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉଚ୍ଚ ଆଶା ସଫଳ ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା-ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନ୍ୟର ସହଯୋଗ ମିଳିବ । ସାଂସାରିକ ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଧନୁ- ଶୁକ୍ଳପକ୍ଷ ଚତୁର୍ଥରେ ଘାତଚନ୍ଦ୍ର କାରଣରୁ ପ୍ରତିଟି କାର୍ଯ୍ୟରେ ବାଧାବିଘ୍ନ ରହିବ । ସାଂସାରିକ ପଡ଼ୋଶୀଙ୍କ ସହ ବାଦ ବିବାଦ ଉପୁଜିପାରେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମକର- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ଚାକିରିରେ ଦାୟିତ୍ୱବୋଧ ରହିବ । ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ କର୍ମତତ୍ପର ରହିବେ । ପରିବହନ ଓ ବାଣଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ ।

ମୀନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।