PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ଆଜିର ରାଶିଫଳ (୮/୨, ଶୁକ୍ରବାର)

ମେଷ- ଶୁକ୍ଳ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପରେ ରହିବେ । ସାଂସାରିକ ଚିନ୍ତିତ ରହିବେ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମାନ୍ଦାସ୍ଥିତ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପ୍ରଶାସନିକ ଓ ରାଜନୀତିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

କର୍କଟ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ କୌଣସି ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ବାଧା ବିଘ୍ନ ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ଲୋକ ସଂପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଅର୍ଥପ୍ରାପ୍ତି ହେବ । ·କିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବିଛା- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଖୁସିରେ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ଧନୁ- ଶୁକ୍ଳ ପକ୍ଷ ଚତୁର୍ଥରେ ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି । ସାଂସାରିକ ଅଶାନ୍ତି ଦେଖାଦେବ । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ମକର- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ·କିରିରେ ଦାୟିତ୍ୱବୋଧ ରହିବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍‌ ।

କୁମ୍ଭ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି କର୍ମ ଚଞ୍ଚଳ ରହିବେ । ସାଂସାରିକ ସହଯୋଗ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଶ୍ରୀଚନ୍ଦ୍ର କାରଣରୁ ଦିନଟି ସୁଖ ସମ୍ମାନ ପାଇବେ । ସାଂସାରିକ ବନ୍ଧୁ ବାନ୍ଧବଙ୍କ ଆଗମନ ହୋଇପାରେ । ପ୍ରଶାସନିକ ସୁନାମ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।