ଆଜି ଭୁବନେଶ୍ୱରରୁ ଗଡ଼ିବନି କୋଣାର୍କ ସ୍ବତନ୍ତ୍ର ଏକ୍ସପ୍ରେସ୍‌

ଭୁବନେଶ୍ୱର ୦୭/୦୮: ମୁମ୍ବାଇରେ ମାତ୍ରାଧିକ ବର୍ଷା ଯୋଗୁଁ ରେଳଧାରଣାରେ ପାଣି ଜମି ରହିଛି । ଫଳରେ ଅଗଷ୍ଟ ୫ ଅର୍ଥାତ ( ବୁଧବାର) ମୁମ୍ବାଇରୁ ଛାଡ଼ିବାକୁ ଥିବା ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌କୁ ବାତିଲ କରାଯାଇଛି । ସଂଯୋଗକାରୀ ଟ୍ରେନ୍‌ ନଥିବାରୁ ଆଜି ଉକ୍ତ ଟ୍ରେନ୍‌ ନ ଆସିବା ଯୋଗୁଁ ଶୁକ୍ରବାର ତଥା ଅଗଷ୍ଟ ୭ ତାରିଖରେ ଭୁବନେଶ୍ୱରରୁ ଛାଡ଼ିବାକୁ ଥିବା ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଟ୍ରେନ ବାତିଲ ରହିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।

   ସମ୍ବନ୍ଧିତ ଖବର


ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ତରୁଣ ଗୋଗୋଇଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର,ଗସ୍ତ କାର୍ଯ୍ୟକ୍ରମ ରଦ୍ଦ କରି ଗୌହାଟି ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ