PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲା –ଅକ୍ଟୋବର ୩୦ ତାରିଖ ଯାଏ ଜେଲରେ ରହିବେ ଆର୍ୟନ ଖାନ୍ , ଆର୍ୟନଙ୍କ ହାଜତ ମିଆଦ ବୃଦ୍ଧ କଲେ ସ୍ୱତନ୍ତ୍ର ଏନ୍ସିବି କୋର୍ଟ
  • ||
  • ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ : ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ହେଵ
  • ||
  • କଳାହାଣ୍ଡି ମମିତା ମେହେର ହତ୍ୟା ମାମଲା – କେ ଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ୱିତ , କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନେଲେ କଳାହାଣ୍ଡି ଏସ୍‌ପି
  • ||
  • ୩ ପ୍ରତିଶତ ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ
  • ||
  • ପାଡ଼ୁଆ: ଜଙ୍ଗଲରୁ ପାଡ଼ୁଆ: ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ଥାନା ପୋଲିସ, ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ତଦନ୍ତ ଜାରି
  • ||
  • ବଲାଙ୍ଗୀର: ମମିତା ମେହେର ମର୍ଡର ମିଷ୍ଟ୍ରି, ଅଟକ ଜେସିବି ଡ୍ରାଇଭର ଗିରଫ କରିପାରେ ପୋଲିସ
  • ||
  • ରାୟଗଡ଼​‌: ଗୁଣି ଗାରେଡି ସନ୍ଦେହରେ ଟ୍ରିପଲ ମର୍ଡର ଘଟଣା, ୯ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଜିଲ୍ଲା ଓ ଦୌରା ଜଜ ଅଦାଲତ
  • ||
  • ଭବାନୀପାଟଣା: ମମିତା ମେହର ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯାଉ : ସ୍ମୃତିରାଣୀ ପଟ୍ଟନାୟକ
  • ||
  • ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢ଼ା, ନଭେମ୍ୱର ପହିଲାରୁ ୟୁନିଫର୍ମ ବାଧ୍ୟତାମୂଳକ
  • ||
  • ପୁରୀ: ଆଜିଠୁ ସେବାୟତଙ୍କ ଡ୍ରେସ୍‌କୋଡ୍, ଶ୍ରୀମନ୍ଦିରରେ ପାରମ୍ପରିକ ବସ୍ତ୍ର ପରିଧାନ କରି ପ୍ରବେଶ କରିବେ ସେବକ
  • ||
  • ବଲାଙ୍ଗୀର: ଆଜି ବିଜେପି ପକ୍ଷରୁ ବଲାଙ୍ଗୀର ବନ୍ଦ ପାଳନ, ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାତାୟତ ଠପ୍
  • ||
  • ଭୁବନେଶ୍ୱର: ଆଜି ଯୁକ୍ତ ୩ ସ୍ପଟ୍‌ ନାମଲେଖା ଆବେଦନ କପି ଦାଖଲ ଶେଷ, ୨୭ରୁ ନାମଲେଖା
  • ||
  • ଭୁବନେଶ୍ୱର: ଆଜିଠୁ ଶୁଖିଲା ପାଗ, ୨୩ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଫେରିଯିବ ମୌସୁମୀ ବାୟୁ
  • ||

ଓଡ଼ିଶାରେ ପୁଣି କରୋନା ନେଲା ୧୨ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର,୦୮/୦୮: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ସର୍ବାଧିକ ୧୬୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଘାତକ କରୋନା ସର୍ବାଧକ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୨ଜଣ ମୃତକଙ୍କ ମଧ୍ୟରୁ ଗଞ୍ଜାମ, କନ୍ଧମାଳ କେନ୍ଦୁଝର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ବରଗଡ଼, ବାଲେଶ୍ବର, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୧୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮ ହଜାର ୬୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩,୪୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର