ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର୨୬/୯: ଆଜି ଲୋକସେବା ଭବନରେ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏ ବୈଠକରେ ୧୦ ରୁ ୧୧ ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ଦିନ ୧୧.୪୫ରେ ଏ ବୈଠକ ବସିବ । ୧୬୦ କୋଟି ଟଙ୍କା ବ୍ୟୟରେ ବରମୁଣ୍ଡା ବସଷ୍ଟାଣ୍ଡର ଆଧୁନିକୀକରଣ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିବ । ଏହାଛଡ଼ା ଖାଦ୍ୟ ଓ ଯୋଗାଣ ବିଭାଗ ସହ ଆଉ କିଛି ପ୍ରସ୍ତାବରେ ମୋହର ବାଜିବା ନେଇ ସୂଚନା ମିଳିଛି ।

   ସମ୍ବନ୍ଧିତ ଖବର


ବନ୍ଧା ହେବେ ବୁଲା ଷଣ୍ଢ, ଗାଈଙ୍କୁ ମାଫ୍‌ – ସଫଳ ହୋଇପାରୁନି ବୁଲା ଗୋରୁମୁକ୍ତ ସହର ଅଭିଯାନ

ଦୃଢ ଇଚ୍ଛା ଶକ୍ତି- ୫୬ ବର୍ଷରେ ମାଟ୍ରିକ ପାସ୍‌ କଲେ ଆଶାକର୍ମୀ

ସିଂହଦ୍ୱାରରେ ହେବନି ବଡ଼ବଡୁଆ ଡାକ

ଯାତ୍ରା କଳାକାରଙ୍କ ରୋଜଗାରର ଭିନ୍ନ ଉପାୟ

ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ମହାଜାଲିଆତି -ମିଛ ମାପଦଣ୍ଡରେ ଆକାଶଛୁଆଁ ବେପାର