ଆଜି ଦିନିକିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୮/୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିଲ୍ଲୀ ଦିଲ୍ଲୀ ଗସ୍ତରେ ଯିବେ । ସକାଳ ୯ଟା ୪୦ରେ ସେ ଭୁବନେଶ୍ୱର ଛାଡ଼ିବେ । ଦିଲ୍ଲୀର ଓଡ଼ିଶା ଭବନରେ ପହଞ୍ଚି କେନ୍ଦ୍ର ସରକାରଙ୍କ ନିକଟରେ ରାଜ୍ୟର ପଡ଼ି ରହିଥିବା ବିଭିନ୍ନ କାମର ସମୀକ୍ଷା କରିବେ । ଏହି ଗସ୍ତ ବେଳେ ନବୀନ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ ଯୋଜନା ରହିଥିବା ଜଣାପଡ଼ିଛି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ।

   ସମ୍ବନ୍ଧିତ ଖବର


ନଭେମ୍ବର ମାର୍ଗଦର୍ଶିକା ଜାରି: ଟ୍ୱିନ୍‌ ସିଟିରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ

ଏରିଆ ଅଧିକ ଦାୟିତ୍ବ ବେଶି, କିନ୍ତୁ ତେଲ ସରିଯିବା ଭୟରେ କମିଛି ପିସିଆର୍ ପାଟ୍ରୋଲିଂ: ପୋଲିସ ଗାଡି ନଦେଖି ବଢ଼ିଛି ଅପରାଧୀଙ୍କ ସାହସ

କୁମାର ପୁନେଇଁ ଜହ୍ନ ଗୋ… ଫୁଲ ବଉଳ ବେଣୀ: ଆଜି ସନ୍ଧ୍ୟାରେ କୁମାରୀ ପାଳିବେ କୁମାର ପୂର୍ଣ୍ଣମା

ପହିଲାରୁ କାର୍ତ୍ତିକ ବ୍ରତ ଆରମ୍ଭ: ଏଥର କରୋନା ପାଇଁ ହବିଷ୍ୟାଳିଙ୍କୁ ଧର୍ମଶାଳା ମନା, ମିଳିବନି ମନ୍ଦିର ହବିଷ ଡାଲମା

ଗାଡ଼ି ପାର୍କିଂରୁ ନେଇ ଚାଳକଙ୍କୁ ମାଡ଼ ମାରି ରକ୍ତାକ୍ତ କଲା ପୁଲିସ୍‌, ଅନ୍ୟ କାର୍‌ ଚାଳକ ଧାରଣାରେ ବସିବା ପରେ ଭୁଲ୍ ମାଗିଲେ ପୁଲିସ୍ ବାବୁ

ଲିଙ୍ଗରାଜ ମନ୍ଦିରକୁ 5-T ସଚିବ ଭି.କେ. ପାଣ୍ଡିଆନ ଅଚାନକ ଗସ୍ତ: ଉନ୍ନତିମୂଳକ କାର୍ଯ୍ୟର କଲେ ତଦାରଖ