PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ରେଜଲ୍ଟ: ତୃତୀୟ ସପ୍ତାହରେ ବାଣିଜ୍ୟ, ଶେଷ ସପ୍ତାହରେ କଳା ଫଳ

ଭୁବନେଶ୍ୱର,୧୨/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । ବୁଧବାର ଦିନ ୧୨ଟା ୩୦ରେ ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଫଳ ଘୋଷଣା କରାଯିବ । ଏହା ସହ ଚଳିତ ମାସ ତୃତୀୟ ସପ୍ତାହରେ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ଓ ଧନ୍ଦାମୂଳକ ବିଭାଗ ଛାତ୍ରଛାତ୍ରୀଙ୍କ ଫଳ ବାହାରିବ ।

ଛାତ୍ର ଛାତ୍ରୀମାନେ orissaresults.nic.in, www.chseodisha.nic.in, examresults.net ରୁ ନିଜର ରେଜଲ୍ଟ ଜାଣିପାପାରିବେ । ଚଳିତବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରୁ ୯୭, ୫୩୬ ଛାତ୍ରଛାତ୍ରୀ ବିଜ୍ଞାନରେ ପରୀକ୍ଷା ଦେଇଥିଲେ । ଲକ୍‌ଡାଉନ୍‌ ଯୋଗୁଁ ଏବର୍ଷ ଫଳ ପ୍ରକାଶରେ ବିଳମ୍ବ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।