PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

୨୪ ଘଣ୍ଟାରେ ପ୍ରବଳ ବର୍ଷା: ଅରେଞ୍ଜ୍‌ ୱାର୍ଣ୍ଣି ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର ୭/୯: ଆଜି ରାଜ୍ୟରେ ବର୍ଷା ଜାରି ରହିବ । ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ କେନ୍ଦ୍ର ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ବୋଲି କେନ୍ଦ୍ର ଆକଳନ କରିବା ସହିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଅପରପକ୍ଷେ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି । ଧୀବରଙ୍କ ପାଇଁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୂଦ୍ର ଭିତରକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଶୁକ୍ରବାର ଉତ୍ତର ଉପକୂଳ ଓଡ଼ିଶା ତଥା ତତ୍‌ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ସେହିପରି ଘୂର୍ଣ୍ଣିବଳୟ ମଧ୍ୟ ଦେଖା ଦେଇଛି । ଯାହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଆସନ୍ତାକାଲି ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି, ଶୁକ୍ରବାର ଭଳି ଶନିବାର ମଧ୍ୟ ବର୍ଷା ଜାରି ରହିବ । ଓଡ଼ିଶାରେ ଉପକୂଳ ତୁଳନାରେ ଅଧିକ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ସୃଷ୍ଟି ହୋଇଥିବା ଲଘୁଚାପ ଓ ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ଅଧିକ ବର୍ଷା ହେବ । ଧୀରେ ଧୀରେ ବର୍ଷା କମିବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ସମ୍ବନ୍ଧିତ ଖବର