ଆଜି ବସିବ ଏସ୍‌ଆଇଟି ବୈଠକ, ଯୋଗଦେବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ ବିଭାଗର ଅଧିକାରୀ

କଟକ ୭/୩: ଦେଶରେ କଳା ଟଙ୍କା କାରବାରକୁ ନେଇ ତଦନ୍ତ କରୁଥିବା ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌(ଏସ୍‌ଆଇଟି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି କଟକରେ ବସିବ । ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍‌ ଅରଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ସିବିଆଇ, ଆୟକର ବିଭାଗ, ରେଭିନ୍ୟୁ ଇଣ୍ଟିଲେଜେନ୍ସି, ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ୍‌, ଭିଜିଲାନ୍ସ ବିଭାଗ, ଖଣି ବିଭାଗ, ବାଣିଜ୍ୟକର ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଏଥିରେ ଦେଶରେ କଳାଧନ କାରବାର ଉପରେ ଆଲୋଚନା କରାଯିବ । ଏଥିସହ ବେଆଇନ ଖଣି କାରବାର, ତଥାକଥିତ ଧାର୍ମିକ ଗୁରୁଙ୍କ କଳାଧନ କାରବାର ଉପରେ ଆଲୋଚନା କରାଯିବ ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


ଓଲାଗି ନାଗାର୍ଜୁନ ବେଶ ସଂଗ୍ରହାଳୟରେ ରହିବ, ଚଳିତଥର ହେବନି ପତିତପାବନଙ୍କ ବେଶ

ରାଜ୍ୟରେ କୋଭିଡ ଟିକା ସଂରକ୍ଷଣ ପାଇଁ ଭିତ୍ତିଭୂମି ସମସ୍ୟା: ୫୦ ହଜାର ଟିକା ସଂରକ୍ଷଣ ପାଇଁ ସମ୍‌ରେ ପ୍ରସ୍ତୁତି

ଆଜିଠୁ ପଞ୍ଚୁକ, ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

କଟକ IIFL ଶାଖାରୁ ଲୁଟ୍ ଘଟଣା : ଜଣେ ମହିଳାଙ୍କ ସମେତ ୪ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା

ମହଙ୍ଗା ପଡ଼ିଲା ଓଟିଭି ଜମି ଅନିୟମିତତା, ବେଗୁନିଆର ପୂର୍ବତନ ତହସିଲଦାର ବିବେକାନନ୍ଦ ପରିଡ଼ା ନିଲମ୍ବିତ

ବିଦେଶରୁ ଦାନ ସଂଗ୍ରହ କରିବ ଶ୍ରୀମନ୍ଦିର