PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ କୃଷ୍ଣ-ବଳରାମ ବେଶ

ପୁରୀ ୧୭/୦୮: ସୋମବାର ଭାଦ୍ରବ କୃଷ୍ଣ ତ୍ରୟୋଦଶୀରେ ଶ୍ରୀବିଗ୍ରହଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପପରେ ଠାକୁରଙ୍କୁ ଏହି ବେଶ କରାଯିବ। ଶ୍ରୀବଳଭଦ୍ରଙ୍କୁ ବଳରାମ ଓ ଶ୍ରୀଜଗନ୍ନାଥଙ୍କୁ ଶ୍ରୀକୃଷ୍ଣଙ୍କ ବେଶରେ ସୁଶୋଭିତ କରାଯିବ। ଯେପରି ଶ୍ରୀକୃଷ୍ଣଙ୍କ ବାଲ୍ୟକାଳରେ ଗୋ-ବତ୍ସାଚାରଣ ଦୃଶ୍ୟ ।

ଶ୍ରୀଜଗନ୍ନାଥ ଶ୍ରୀବଳଭଦ୍ର ଉଭୟ ଛନ୍ଦଯୁକ୍ତ ପାଦରେ ଦୁଇ ବାହୁ ପ୍ରସାର କରି ଦଣ୍ଡାୟମାନ ହୋଇଥିବେ । ସୁବାସିତ ପୁଷ୍ପଅଳଙ୍କାର ଖଚିତ ବଡ଼ କିରିଟି ଠାକୁରେ ଶ୍ରୀମସ୍ତକରେ ଲାଗି ହେବେ । ଶ୍ରୀବିଗ୍ରହଙ୍କ ନିକଟରେ ଦେବକୀ, ବସୁଦେବ, ନନ୍ଦ ଓ ଯଶୋଦାଙ୍କ ପିତୁଳା ରଖାଯିବ। କୃଷ୍ଣ ବଳରାମ ବେଶରେ ଠାକୁରଙ୍କ ସୌନ୍ଦର୍ଯ୍ୟ ଭକ୍ତଙ୍କୁ ବିଭୋର କରିଥାଏ।

ସମ୍ବନ୍ଧିତ ଖବର