PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ

ଟୋକିଓ, ୦୫/୦୮ : ଟୋକିଓ ଅଲମ୍ପିକ୍ସରେ ଭାରତକୁ ଆଉ ଏକ ପଦକ। ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ଭାରତକୁ ରୌପ୍ୟ ପଦକ। ଫାଇନାଲରେ ହାରି ରୌପ୍ୟରେ ସନ୍ତୁଷ୍ଟ ହେଲେ ରବି ଦାହିୟା। ଫାଇନାଲରେ ଋଷିଆର ଜଉର୍ ଉଗେଭ୍‌ଙ୍କ ଠାରୁ ହାରିଲେ ରବି ଦାହିୟା। ଜଇର ଉଗୁଏଭ୍‌ଙ୍କ ଠାରୁ ୪-୭ ସେଟ୍‌ରେ ପରାସ୍ତ ହୋଇଛନ୍ତି ରବି ଦାହିୟା । ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି ଋଷ ରେସଲର ଉଗୁଏଭ୍‌ । ତାଙ୍କର ଏହି ସଫଳତା ପରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି।

ସୁଶୀଲ କୁମାରଙ୍କ ପରେ କୁସ୍ତିରେ ରୌପ୍ୟ ପଦକ ଜିତାଇଥିବା ଦାହିୟା ହେଉଛନ୍ତି ଦ୍ବିତୀୟ ଭାରତୀୟ ଖେଳାଳି। ଏହା ସହିତ ଭାରତର ପଦକ ସଂଖ୍ୟାରେ ଆଉ ଏକ ମେଡାଲ ଯୋଡି ହୋଇଛି । ରବିଙ୍କ ରୌପ୍ୟ ପଦକ ସହ ଭାରତର ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

ସେପଟେ ଦୀପକ ପୁନିଆ କାଂସ୍ୟ ପଦକ ପାଇଁ ମ୍ୟାଚ୍ ଖେଳୁଛନ୍ତି। ଏହା ପୂର୍ବରୁ ଭାରତର ପୁରୁଷ ହକି ଟିମ୍ ଇତିହାସ ରଚିଥିଲା। କାଂସ୍ୟ ପଦକ ମ୍ୟାଚରେ ଜର୍ମାନୀକୁ ୫-୪ରେ ହରାଇଥିଲା ଭାରତୀୟ ପୁରୁଷ ହକି ଟିମ୍।

ସମ୍ବନ୍ଧିତ ଖବର