ଆଜି ଶ୍ରୀମନ୍ଦିରରେ କଂସବଧ ନୀତି

ପୁରୀ,୨୮/୦୮: ଚଳିତ ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କୃଷ୍ଣଲୀଳା ନୀତି ଶେଷ ହେବ। ସେଦିନ ପବିତ୍ର ବଡ଼ଦାଣ୍ଡ ପାଲଟିବ ମଥୁରାକଟକ(ନଗର) । ଶ୍ରୀରାମକୃଷ୍ଣ ଶ୍ରୀମନ୍ଦିରରୁ ବିଜେ ହେବେ। ଲବଣିଖିଆ ମଣ୍ଡପରେ ମହାଭୋଇ ପରିବାରର ବୋହୁମାନଙ୍କ ହାତରୁ ଲବଣୀ ଖାଇବା ପରେ ମଥୁରାପୁରୀ(ବଡ଼ଦାଣ୍ଡ)ରେ ପହଞ୍ଚି ଶ୍ରୀକୃଷ୍ଣଙ୍କ ବିଭିନ୍ନ ଲୀଳା ସମ୍ପନ୍ନ ହେବ। ଶେଷ ପର୍ବରେ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସକୁ ଧରାଶାୟୀ କରି ନିଧନ କରିବେ ।

   ସମ୍ବନ୍ଧିତ ଖବର


ଜାନୁଆରୀ ପହିଲାରୁ ରାଜ୍ୟରେ ବିଜୁଳି ସଙ୍କଟ ! ଡିସେମ୍ବର ୩୧ ସୁଦ୍ଧା ବନ୍ଦ ହେବ ୪୬୦ ମେଗାୱାଟ୍‌ ବିଶିଷ୍ଟ ଥର୍ମାଲ୍‌ ପ୍ଲାଣ୍ଟ, ଅନିଶ୍ଚିତତାରେ ନୂତନ ପ୍ଲାଣ୍ଟ୍‌ ସ୍ଥାପନ

ଯୌନ ରାକ୍ଷସ ଭାଇ ବୁଝିଲାନି ପବିତ୍ର ରାଖୀର ବନ୍ଧନ: ଦାଦାର ନାବାଳିକା ଝିଅକୁ ଦୁଷ୍କର୍ମ କଲା ବଡ଼ବାପା ପୁଅ

ଚଳନ୍ତା ଟ୍ରେନ୍‌ର ବାଥରୁମ୍‌‌ରେ ନାବାଳିକଙ୍କୁ ଦୁଷ୍କର୍ମ ଉଦ୍ୟମ କଲା ସମ୍ରାଟ: ଯୌନ ପିପାଷୁ ଠିକାଦାରକୁ ବାନ୍ଧିଲା ଜିଆର୍‌ପି

ଛାଡ଼ଖାଇ ପୂର୍ବରୁ ଛେଳି ଚୋରି: ଗୁହାଳରେ କାର ଲଗାଇ ୨୦ ଅଧିକ ଖାସି ନେଇଗଲେ ଦୁର୍ବୃତ୍ତ, ସିସିଟିଭିରେ କଏଦ ହେଲା କାରନାମା

ଆଜି ବିଶ୍ୱ ଏଡ୍‌ସ ନିରାକରଣ ଦିବସ: ଅସୁରକ୍ଷିତ ଯୌନ ସମ୍ପର୍କରୁ ୮୮% ସଂକ୍ରମିତ, ରାଜ୍ୟରେ ୫୨ ହଜାର ଆକ୍ରାନ୍ତ

କାଳିଆକୁ ଦେଖିବା ଜିଦ୍‌ରେ ତା’ ବେଡ୍‌ ପାଖରେ ଘୂରି ବୁଲୁଛି ଜଗା, ମା’ ସହ ଭାଇର ଫେରିବା ବାଟକୁ ଅନେଇ ବସିଛି…