PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର -–ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍‌ । ସନ୍ଧ୍ୟା ୫ଟା୩୦ରେ ଏହି ବୈଠକ ବସିବ ବୋଲି  ସୂଚନା ମିଳିଛି । ୧୮ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର ।

୧୮ ପ୍ରସ୍ତାବ ମଧ୍ୟରୁ ରାଜସ୍ବ ବିଭାଗର ୨ଟି, ପଞ୍ଚାୟତିରାଜ ବିଭାଗର ୪ଟି, ଶ୍ରମ, ଶିଳ୍ପ ଓ ସ୍ବାସ୍ଥ୍ୟ ବିଭାଗର ୨ଟି ଲେଖାଏଁ ପ୍ରସ୍ତାବ ସହ  ଆଇନ, ଶକ୍ତି, ଅର୍ଥ, ଜଳସଂପଦ ବିଭାଗର ୧-୧ ପ୍ରସ୍ତାବକୁ ମଞ୍ଜୁରି ସମ୍ଭାବନା ।

ସାଧାରଣ ପ୍ରଶାସନ ଓ ନଗର ଉନ୍ନୟନ ବିଭାଗର ୧-୧ ପ୍ରସ୍ତାବକୁ ମିଳିପାରେ ମଧ୍ୟ ମଞ୍ଜୁରି।