PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ତୋଷାଳୀ ଭବନରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟ୍ ଯୋଗୁଁ ଲାଗିଲା ନିଆଁ !

ଭୁବନେଶ୍ଵର, ୦୫/୦୮ : ଭୁବନେଶ୍ୱର ତୋଷାଳୀ ଭବନରେ ଅଗ୍ନିକାଣ୍ଡ। ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ କଳ୍ପନା ଅଗ୍ନିଶମ ବାହିନୀ ପହଁଚି ନିଆଁ ଲିବାଇବା କାର୍ଯ୍ୟ ଜାରି ରଖିଛି। ଏସିର ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ତେବେ ବଡ଼ ଧରଣର ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛି ତୋଷାଳି ଭବନ।

ସମ୍ବନ୍ଧିତ ଖବର