ବାଲେଶ୍ୱରରେ ଆଉ ୨ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯

ଭୁବନେଶ୍ୱର ୨୩ /୪ : ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଛି । କିଛି ସମୟ ପୂର୍ବରୁ ଯାଜପୁରରେ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଥିଲା । ଏବେ ୨ ନୂଆ ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ଆକ୍ଟିଭ୍ କେସ୍ କଥା କହିବାତ ସଂଖ୍ୟା ୫୫ ରହିଛି । ନୂଆ ଆକ୍ରନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷୀୟା ମହିଳା ଅଛନ୍ତି ଏବଂ ଅନ୍ୟ ଜଣକ ୩୬ ବର୍ଷୀୟ ପୁରୁଷ । କେବଳ ଆଜି ୬ ଜଣ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରେ ୪ ଓ ବାଲେଶ୍ୱରରେ ୨ ଜଣ । ଏପର୍ଯ୍ୟନ୍ତ ୩୩ ସୁସ୍ଥ ହୋଇଛନ୍ତି ।

   ସମ୍ବନ୍ଧିତ ଖବର


ଭଗାମୁଣ୍ଡାରେ କଣ୍ଟେନର ସହ ଟ୍ରକ ମୁହାଁ-ମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବନ୍ଧୁକ ମୁନରେ ବିଲ୍‌ଡର୍‌ଙ୍କୁ ୨୦ ଲକ୍ଷ ବଟି ଧମକ: ୨ ଅଭିଯୁକ୍ତ ଗିରଫ, ଦୁଇ ମାଉଜର ଓ ଗାଡ଼ି ଜବତ

ସପିଂ ମଲରେ ଭୀଷଣ ଅଗ୍ନିକାଣ୍ଡ, ପାଖ ବିଲ୍ଡିଂରୁ ୩୫୦୦ ଲୋକଙ୍କୁ ସୁରକ୍ଷିତ ବାହାର କରାଗଲା

ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କୁ କରୋନା

ପୋଲିଓ ଟିକା ନେଇ ଶିଶୁ ମୃତ ! ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା

ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ: ଶବ ରଖି କାର୍ଯ୍ୟବନ୍ଦ କଲେ ସହକର୍ମୀ, ସ୍ୱାମୀକୁ ଅଟକ ରଖିଲା ପୁଲିସ୍