PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଟ୍ରାକ୍ଟର ଓଲଟି ୩୦ ଆହତ

ନାରାୟଣପାଟଣା ୧୮/୮: କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକରେ ଏକ ଟ୍ରାକ୍ଟର ଓଲଟି ୩୦ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ତେନ୍ତୁଳିପଦର ପଞ୍ଚାୟତର ନାରଙ୍ଗ ଓ ଯୋଡିଜାମ୍ବର ୩୦ ଜଣ ଏକ ଟ୍ରାକ୍ଟରରେ ପିଡିଏସ ଚାଉଳ ଧରି ଗ୍ରାମକୁ ଫେରୁଥିଲେ । ତେବେ ଅପରାହ୍ନରେ ପିପଳପଦରଠାରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଟ୍ରାକ୍ଟରରେ ବସିଥିବା ସମସ୍ତେ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତଙ୍କୁ ନାରାୟଣପାଟଣା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେହିପରି ଗୁରୁତରଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।