ପ୍ରମୁଖ ଖବର
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||
  • ଆହୁରି ଜଳିବ ଓଡ଼ିଶା, ମେ’ ୪ ଯାଏଁ ନିସ୍ତାର ଆଶା କମ୍‌': ଆଜିଠାରୁ ଭୀଷଣ ତାତି ମାଡ଼,୧୯ ଜିଲ୍ଲାକୁ ଆଲର୍ଟ ଜାରି
  • ||

ରେଳ ଧାରଣାରୁ ମୁଣ୍ଡ ଗଣ୍ଡି ବିଚ୍ଛିନ୍ନ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ନୂଆପଡ଼ା, ୨୩/୦୮ : ରେଳ ଧାରଣାରୁ ଯୁବକଙ୍କ ମୁଣ୍ଡ ଗଣ୍ଡି ବିଚ୍ଛିନ୍ନ ମୃତଦେହ ଉଦ୍ଧାର। ମୃତକ ଜଣଙ୍କ ହେଲେ ନୂଆପଡ଼ା ଥାନା ସାରାବଙ୍ଗ ଗାଁର ମୋତିଲାଲ ରାଉତ। ନୂଆପଡ଼ା-ବରଗଡ଼ ରାସ୍ତାର ରେଳ ଫାଟକ ପାଖ ରେଳ ଧାରଣାରୁ ମୋତିଲାଲଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ମୋତିଲାଲଙ୍କୁ କେହି ହତ୍ୟା କରିଛି ନା ସେ ଆତ୍ମହତ୍ୟା କରିଛନ୍ତି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାସ୍ଥଳରେ ରେଲୱେ ପୋଲିସ ପହଞ୍ଚି ନାହିଁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.