ତପ୍ତପାଣି ଘାଟିରୁ ଖସିଲା ମକା ବୋଝେଇ ଟ୍ରକ୍, ହେଲପର ମୃତ

ସାନଖେମୁଣ୍ଡି, ୨୨/ ୧୧: ରବିବାର ରାତିରେ ଗଞ୍ଜାମ ଜିଲ୍ଲା କାଳିବୋରେଇ ନିକଟରେ ଦୁର୍ଘଟଣା। ପୁଣିଥରେ ତପ୍ତପାଣି ଘାଟିରୁ ଖସିଲା ଟ୍ରକ୍। ଏହି ଦୁର୍ଘଟଣାରେ ହେଲପର ମୃତ ହୋଇଥିବା ବେଳେ ଡ୍ରାଇଭର ଗୁରୁତର ହୋଇଥିବା ସୂଚନା ରହିଛି।

ପ୍ରାଥମିକ ପର୍ଯ୍ୟାୟରେ ମିଳିଥିବା ଖବର ଅନୁଯାୟୀ, ଗଜପତିରୁ ଗଞ୍ଜାମ ଆସୁଥିବା ଏକ ମକା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ତପ୍ତପାଣି ଘାଟି ତଳକୁ ଖସି ପଡ଼ିଥିଲା। ଏହି ଖବର ପାଇବା ପରେ ସ୍ଥାନୀୟ ଲୋକେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରିଥିଲେ। ହେଲେ ହେଲପରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଗାଡ଼ି ଡ୍ରାଇଭର ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତୀ ହୋଇଛନ୍ତି।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

୧୦ ଦିନରେ ସରିଲା ଶୀତ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ହକି ବିଶ୍ୱକପ୍‌-୨୦୨୩ ପ୍ରସ୍ତୁତି ପର୍ବ ଆରମ୍ଭ: ୭ରେ ରାଉରକେଲା ଆସିବେ ଉଚ୍ଚସ୍ତରୀୟ କମିଟି

୩ଟି ପୁଅର ମା’କୁ ପ୍ରେମରେ ଫସାଇ ଶାରୀରିକ ଶୋଷଣ କଲେ ପ୍ରତାରକ ପ୍ରେମିକ, ପତ୍ନୀର ମାନ୍ୟତା ଦେଲେ କିନ୍ତୁ ଘରକୁ ନ ନେଇ ହତ୍ୟାଧମକ ଦେଇ ବନ୍ଧା ହେଲେ ଡିଇଓ

କୋଭିଡ୍ ମୃତ୍ୟୁରେ ଲାଗିଲା ବ୍ରେକ୍: ୨୪ଘଣ୍ଟାରେ ଆଖିବୁଜିଲେ ୪ ଜଣ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୧୭୩୪କୁ ବୃଦ୍ଧି

ଓଡ଼ିଶାରେ ‌୫ ହଜାରକୁ ଖସିଲା ଆକ୍ଟିଭ୍‌ କେସ୍: ୨୪ଘଣ୍ଟା ଆଉ ୫୧୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ଟପିଲା