PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଟ୍ରକ୍ ଧକ୍କାରେ ୨ ମହିଳା ମୃତ, ପ୍ରତିବାଦରେ ମୁଖ୍ୟ ରାସ୍ତା ଅବରୋଧ କଲେ ଉତ୍ୟକ୍ତ ଲୋକ

କଟକ,୧୫।୧୨: ନରସିଂହପୁର ମୁଖ୍ୟ ରାସ୍ତାର ରତାପାଟ ହାଡୁଆ ନାଳ ନିକଟରେ  ରବିବାର ଭୋର ପ୍ରାୟ ଚାରିଟାରୁ ରୁ ସାଢ଼େ ଚାରିଟା ସମୟରେ ଏକ  ଅଜଣା ଟ୍ରକ ଧକ୍କା ରେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ ଦୁଇ ମହିଳା ହେଲେ ବଡମ୍ବା ରତାପାଟ ଗ୍ରାମର ସନାତନ ସାହୁଙ୍କ ପତ୍ନୀ ରଙ୍ଗବତୀ ସାହୁ ୫୫ ବର୍ଷ ଓ ଗୁଣ୍ଠ ନାୟକଙ୍କ ପତ୍ନୀ ତରା ନାୟକ ୫୦ ବର୍ଷ ବୋଲି ଜଣାପଡିଛି

ଆଜି ଉଭୟ ମହିଳା ହାଡୁଆ ନାଳରେ ଗାଧେଇସାରି ଫେରୁଥିବା ସମୟରେ ନରସିଂହପୁର ରାସ୍ତାରୁ କଟକ ଆଡ଼କୁ ଯାଉଥିବା ଏକ ଟ୍ରକ ଧକ୍କା ଦେବାରୁ ଘଟଣା ସ୍ଥଳରେ ଦୁଇ ମହିଳାଙ୍କର ମୃତ୍ୟୁ ଘଟିଛି। ପ୍ରତିବାଦରେ କଟକ-ନରସିଂହପୁର ମୁଖ୍ୟ ରାସ୍ତା ଅବରୋଧ କରାଯାଇଛି।