PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

୨ବାଇକ୍‌ ମଧ୍ୟରେ ଧକ୍କା – ୨ ମୃତ, ଜଣେ ଗୁରୁତର

Representative image

ଖଲ୍ଲୀକୋଟ- ଚମାଖଣ୍ଡି ନିକଟ ଟାଟା କଲୋନୀ ଠାରେ ଏକ ଦୁର୍ଘଟଣା ଘଟିଛି ।  ୨ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ ଜଣ ମୃତ ଓ ଜଣେ ଗୁରୁତର ହୋଇଛନ୍ତି । ୨ ମୃତକ ହେଲେ ଶୀତଳାପଲ୍ଲୀ ଗାଁର ଶ୍ରୀକାନ୍ତ ସ୍ୱାଇଁ ଓ କ୍ରିଷ୍ଣା ରେଡି । ଗୁରୁତର ନାରାୟଣ ସ୍ୱାଇଁଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ।