PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଦୁଷ୍କର୍ମର ପ୍ରତିଶୋଧ ଗଣଦୁଷ୍କର୍ମରେ ! ଭଉଣୀକୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତର ଭଉଣୀଙ୍କୁ ଗଣଦୁଷ୍କର୍ମ କଲେ ୨ଭାଇ

ରିୱା- ଦୁଷ୍କର୍ମ ବଦଳରେ ଦୁଷ୍କର୍ମ । ମଧ୍ୟ ପ୍ରଦେଶର ରିୱା ଜିଲ୍ଲାର ଗଡ଼ ଥାନା ଅଞ୍ଚଳରେ ଏହି ଅଭାବନୀୟ ଘଟଣାଟି ଘିଟିଛ। ନାବାଳିକା ଭଉଣୀକୁ ଦୁଷ୍କର୍ମ କରିଥିବା ଅଭିଯୁକ୍ତର ଭଉଣୀକୁ ଗଣଦୁଷ୍କର୍ମ କରିଥିଲେ ପୀଡ଼ିତାଙ୍କର ଦୁଇ ଭାଇ । ଏମିତି ଏକ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

ସୂଚନା ମୁତାବକ , ଜଣେ ନାବାଳିକାଙ୍କ ସହ ୭ ମାସ ପୂର୍ବେ ଏହି ନୃଶଂସକାଣ୍ଡ  ଘଟିଥିଲା । ଏବେ ଅଭିଯୁକ୍ତଙ୍କର ୧୬ ବର୍ଷିୟା ଭଉଣୀ ପୀଡ଼ିତାଙ୍କ ୨ ଭାଇଙ୍କ ଉପରେ ଗଣଦୁଷ୍କର୍ମର ଅଭିଯୋଗ କରି ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଦେଇଛନ୍ତି । ନାବାଳିକା ଥାନାରେ ଏତଲା ଦେଇ କହିଛନ୍ତି ଘରେ ଜୋରଜବରଦସ୍ତ ପଶି ଦୁଇ ଭାଇ ତାଙ୍କ ସହ ଏହି ଘୃଣ୍ୟ କାଣ୍ଡ କରିଛନ୍ତି। ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇ ଫେରାର ହୋଇ ଯାଇଥିଲେ । ସେହି ସମୟରେ ସେ ଘରେ ଏକୁଟିଆ ଥିଲେ । ପୁଲିସ୍ ସାମୂହିକ ଦୁଷ୍କର୍ମ ର ମାମଲାରେ ପକ୍ସୋ ଆକ୍ଟ ସହ ଅନ୍ୟ ଧାରା ଅନୁସାରେ ଅପରାଧ ପଞ୍ଜିକୃତ କରିଛନ୍ତି ।  

ପ୍ରାରମ୍ଭିକ ତଦନ୍ତରେ ଏହା ପ୍ରତିଶୋଧ ଭାବନାରେ ହୋଇଥିବା ଦୁଷ୍କର୍ମ ବୋଲି କୁହାଯାଉଛି । ୭ମାସ ପୂର୍ବେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା , ଯାହାର ଅଭିଯୁକ୍ତ ଏବେ ଜେଲ୍‌ରେ । ପୁଲିସ୍‌ ଏବେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସ୍ଥାନେ ସ୍ଥାନେ ଚଢ଼ଉ ଜାରି ରଖିଛି ।

ସମ୍ବନ୍ଧିତ ଖବର