ପ୍ରମୁଖ ଖବର
  • ବୌଦ୍ଧ ପୋଲିସକୁ ବଡ଼ ସଫଳତା, ୧୦ ଜଣିଆ ଡକାୟତି ଗ୍ୟାଙ୍ଗ ଧରିଲେ
  • ||
  • ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ, ରତ୍ନଭଣ୍ଡାର ଖୋଲିବା, ମରାମତି ନେଇ ଆଲୋଚନା
  • ||
  • ରାଇଘରରେ ପୋଲିସ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
  • ||
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

ଗାଧୋଇ ଯିବାବେଳେ ନଦୀରେ ଭାସିଗଲେ ଦୁଇ ନାବାଳିକା; ଜଣେ ନିଖୋଜ, ଜଣେ ଉଦ୍ଧାର

କେନ୍ଦ୍ରାପଡ଼ା, ୨୭।୪: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବନ୍ଧପଡ଼ା ଗ୍ରାମରେ ଅଘଟଣ । ଗ୍ରାମ ନିକଟ ଦେଇ ବହିଯାଇଥିବା ଲୁଣା ନଦୀରେ ୨ ଜଣ ନାବାଳିକା ଝିଅ ଗାଧୋଇ ଯାଇଥିବା ବେଳେ ଦୁହେଁ ନଦୀର ପ୍ରଖର ସ୍ରୋତରେ ଭାସିଯାଇଥିଲେ । ଏହି ଦୁଇ ନାବାଳିକାଙ୍କ ମଧ୍ୟରୁ ଅଭିଲିପ୍ସା ବେହେରା(ଲଭଲି) ନିଖୋଜ ଥିବାବେଳେ ରାଜଲଖ୍ମୀ ସେଠୀ ନାମକ ଅନ୍ୟ ଜଣେ ନାବାଳିକାଙ୍କୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ । ନିଖୋଜ ଅଭିଲିପ୍ସା ନବମ ଶ୍ରେଣୀର ଛାତ୍ରୀ ବୋଲି ଜଣାପଡ଼ିଛି । ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ନାବାଳିକାଙ୍କର କୌଣସି ପତ୍ତା ମିଳିପାରିନାହିଁ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.