ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

କରୋନାକୁ ନେଇ ବଢ଼ିଲା ଚିନ୍ତା: ବୁର୍ଲା କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୨ଜଣ କୋଭିଡ୍ ଆକ୍ରାନ୍ତ

ବୁର୍ଲା, ୨୬/୦୨: ଗୁରୁବାର ଦିନ ବୁର୍ଲା କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ମେଡିକାଲ ସୂତ୍ରରୁ ସୂଚନା ମିଳିଛି । ତେବେ ମୃତକ ମାନଙ୍କ ମଧ୍ୟରେ ଜଣେ ସୋନପୁର ଜିଲ୍ଲାର ୨୪ ବର୍ଷୀୟ ଯୁବକ ହୋଇଥିବା ବେଳେ ଅନ୍ୟ ଜଣେ ନୂଆଁପଡା ଜିଲ୍ଲାର ମହିଳା ରୋଗୀ ବୋଲି ଜଣାପଡିଛି ।

ଅନ୍ୟ ପଟେ ଗୁରୁବାର ତଥ୍ୟ ଅନୁଯାୟୀ କୋଭିଡ ହସ୍ପିଟାଲରେ ୪୦ ଜଣ କରୋନା ରୋଗୀ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ଜଣାପଡିଛି । ତେବେ ବୁର୍ଲା କୋଭିଡ ହସ୍ପିଟାଲରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନପୁଣି ବଢୁଥିବା ଅନୁମାନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.