ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀଙ୍କୁ କରୋନା, ଏବେ କ୍ବାରେଣ୍ଟାଇନ୍‌ରେ

ଭୋପାଲ ୨୭।୯: ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ବରିଷ୍ଠ ନେତ୍ରୀ ଉମା ଭାରତୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ନିଜ ଟ୍ୱିଟରେ କରୋନା ପଜିଟିଭ ହୋଇଥିବା ସୂଚନା ଦେଇଛନ୍ତି। କରୋନା ଚିହ୍ନଟ ହେବାପରେ ସେ ଋଷିକେଶ ଓ ହରିଦ୍ୱାର ମଝିରେ ଥିବା ବନ୍ଦେ ମାତରମ କୁଞ୍ଜରେ ନିଜକୁ କ୍ଵାରେଣ୍ଟାଇନ କରିଛନ୍ତି । ତେବେ ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ କରୋନା ପରୀକ୍ଷା କରିବାକୁ ଏବଂ ସତର୍କତା ଅବଲମ୍ବନ କରିବାକୁ ସେ କହିଛନ୍ତି।

ଉମା ଭାରତ ଟ୍ୱିଟ୍ କରି କହିଛନ୍ତି ଯେ, ମୁଁ  ମୋ ସୂଚନାରେ ,ହା ମଧ୍ୟ କହୁଛି ଯେ,‘ମୋତେ ତିନି ଦିନ ଧରି ସାମାନ୍ୟ ଜ୍ୱର ହୋଇଥିଲା। ମୁଁ ହିମାଳୟର କୋଭିଡର ସମସ୍ତ ନିୟମ ଏବଂ ସାମାଜିକ ଦୂରତା ଅନୁସରଣ କରିଛି, ତଥାପି ମୁଁ କରୋନା ସଂକ୍ରମିତ।’ କରୋନା ଚିହ୍ନଟ ହେବାପରେ ସେ ଋଷିକେଶ ଓ ହରିଦ୍ୱାର ମଝିରେ ଥିବା ବନ୍ଦେ ମାତରମ କୁଞ୍ଜରେ ନିଜକୁ କ୍ଵାରେଣ୍ଟାଇନ କରିଛନ୍ତି ।

   ସମ୍ବନ୍ଧିତ ଖବର


ଆଇଫୋନ୍‌ ୟୁଜର୍ସଙ୍କୁ ଝଟକା, ଆପ୍ସ ପାଇଁ ଦେବାକୁ ପଡ଼ିବ ଅଧିକ ଟଙ୍କା

ସାଂଘାତିକ ଷଡଯନ୍ତ୍ର-ପ୍ରେମିକ ସହ ମିଶି ଛାଡପତ୍ର ପାଇଁ ପତିଙ୍କ ପ୍ରାଇଭେଟ୍‌ ପାର୍ଟ କାଟିବା ପାଇଁ ଚେଷ୍ଟା କରୁଥିଲେ ନବ ବିବାହିତା

ଶୋକରେ ବି ଫାର୍ସ: ବାପାଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ପୂର୍ବରୁ ଚିରାଗ ପାଶଓ୍ବାନଙ୍କ ରିହର୍ସଲ, ଭିଡିଓ ଭାଇରାଲ

ପ୍ରିନ୍ସପାଲଙ୍କ ବିରୁଦ୍ଧରେ ଏମିତି ଅଭିଯୋଗ ଆଣିଲେ ମହିଳା ପ୍ରଫେସର, କହିଲେ ‘କ୍ୟାମେରାରେ ଜୁମ୍ କରି ଦେଖନ୍ତି…’

ଫେସବୁକ୍‌ ଇଣ୍ଡିଆର ପଲିସି ହେଡ ଆଂକ୍ଷୀ ଦାସଙ୍କ ଇସ୍ତଫା

ଲଭ୍‌ ଜିହାଦ ମାମଲାରେ ନିକିତାଙ୍କ ହତ୍ୟା- ହତ୍ୟାକାରୀ ତସିଫ୍‌ ବିଧାୟକଙ୍କ ସମ୍ପର୍କୀୟ ଭାଇ