PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

କୋରନା ସମୟରେ ଦୁର୍ଗମ ଗଙ୍ଗପଡାରେ ଅଚିହ୍ନା ରୋଗ- ପହଞ୍ଚିଲେ ଡାକ୍ତରୀ ଦଳ

ମାଲକାନଗିରି- କରୋନା ସମୟରେ ମାଲକାନଗିରିର ଦୁର୍ଗମ ଗଙ୍ଗପଡାରେ ଅଚିହ୍ନା ରୋଗର ଆତଙ୍କ । ଏହି ସମୟରେ ଆଦାବାସୀ ଅଧ୍ୟୁଷିତ ଅଞ୍ଚଳରେ ଡାକ୍ତରୀ ଦଳ ପହଞ୍ଚି ଲୋକଙ୍କର ଚିକିତ୍ସା ଆରମ୍ଭକରିଛନ୍ତି । ଲୋକମାନଙ୍କୁ ଝାଡାବାନ୍ତି ସହ ଜ୍ୱର ହେଉଥିବା ପରିଲକ୍ଷିତ ହେଉଛି ।

ଅନେକ ଛୋଟପିଲା ମଧ୍ୟ ଏଥିରେ ଆକ୍ରାନ୍ତ ହେଉଛନ୍ତି । ଲକ୍‌ଡାଉନ୍‌ ସମୟରେ କୁଡୁମୁଲୁ ଗୁମ୍ମା ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତରଙ୍କ ସହ ସ୍ୱାସ୍ଥ୍ୟ କର୍ମୀ ସେଠାରେ ପହଞ୍ଚି ଲୋକଙ୍କ ସେବା ଆରମ୍ଭ କରିଛନ୍ତି । ୧୦୦ ଡଣଙ୍କର ରକ୍ତ ନମୁନା ସଂଗ୍ରହ କରାଯାଇଥିଲା । ଅନେକ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିବା ଜଣା ପଡିଛି। ମେଡିକାଲ ଟିମ୍‌ ସେଠାରେ ରହି ଲୋକଙ୍କର ଚିକିତ୍ସା କରୁଛି ।