ଧର୍ମେନ୍ଦ୍ରଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୧/୧୧: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଏରାମ ଠାକୁର ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି । ହିମାଚଳ ପ୍ରଦେଶରେ ତୈଳ ଓ ଗ୍ୟାସ ଭିତ୍ତିଭୂମିକୁ ମଜଭୁତ କରିବା ନେଇ ଉଭୟେ ଆଲୋଚନା କରିଛନ୍ତି । ସେହିପରି ଉକ୍ତ ରାଜ୍ୟର ସିଟି ଗ୍ୟାସ ବିତରଣ (ସିଜିଡି) ପ୍ରକଳ୍ପର ଅଗ୍ରଗତିକୁ ଆଲୋଚନା ବେଳେ ଗୁରୁତ୍ୱ ଦିଆଯାଇଛି ।

ଏନେଇ ଧର୍ମେନ୍ଦ୍ର କହିଛନ୍ତି, ଏହି ପ୍ରକଳ୍ପଗୁଡି଼କ କାର୍ଯ୍ୟକ୍ଷମ ପରେ ସେଠାକାର ସବୁ ଘର ସହ ଶିଳ୍ପ ଓ ବାଣିଜ୍ୟିକ କେନ୍ଦ୍ରଗୁଡି଼କୁ ସ୍ୱଚ୍ଛ ପ୍ରାକୃତିକ ଇନ୍ଧନ ମିଳିପାରିବ । ସ୍ୱଚ୍ଛ ଇନ୍ଧନ ବିକାଶରେ ଅଗ୍ରସର ହେବ । ସେହିପରି ହିମାଚଳ ପ୍ରଦେଶର ବିକାଶ ପାଇଁ ଅନନ୍ୟ ପ୍ରସଙ୍ଗରେ ମଧ୍ୟ ଉଭୟ ଆଲୋଚନା କରିଥିବା ଧର୍ମେନ୍ଦ୍ର ଟ୍ୱିଟ୍‌ ଯୋଗେ ଜଣାଇଛନ୍ତି ।

   ସମ୍ବନ୍ଧିତ ଖବର


ଅଷ୍ଟ୍ରେଲିଆରେ ଆଦାନୀଙ୍କୁ ବିରୋଧ, ସିଡନୀ ଓ୍ବାନଣ୍ଡେରେ ଧଷେଇ ପଶି ଆସିଲେ ପଡ଼ିଆକୁ ଆନ୍ଦୋଳନକାରୀ , କ୍ୟାମେରାକୁ ଦେଖାଇଲେ ପ୍ଲାକାର୍ଡ

ସୁଶୀଲ ମୋଦୀଙ୍କୁ ରାଜ୍ୟସଭା ଟିକେଟ୍: ପାଶଓ୍ବାନଙ୍କ ସ୍ଥାନରେ ହେଲେ ବିଜେପି ପ୍ରାର୍ଥୀ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ରରେ ହୋଇ ପାରନ୍ତି ମନ୍ତ୍ରୀ

ସାବରିମାଲାରେ କରୋନା ଆତଙ୍କ – ୨୭ କର୍ମଚାରୀଙ୍କ ସହ ୩୯ଲୋକ ସଂକ୍ରମିତ

କରୋନାରେ ଆର୍ଥିକ ପ୍ରଭାବ ପାଇଁ କିମ୍‌ ଜୋଙ୍ଗ୍‌ଙ୍କ ବଢ଼ିଲା କ୍ରୋଧ – ଲୋକଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇଲେ, ମାଛ ମାରିବାରେ ଲଗେଇଲେ ରୋକ୍‌

ଅଷ୍ଟ୍ରିଆର ଏକ ଗାଁର ନାଁ ବଦଳାଇବା ପାଇଁ ଭୋଟିଂ, କାରଣ ହେଉଛି…

ପାକିସ୍ତାନରେ କଡ଼ା ଆଇନ୍‌ – ନପୁଂସକ ହେବେ ଦୁଷ୍କର୍ମକାରୀ