ଜାପାନ ରାଷ୍ଟ୍ରଦୂତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ଉପରେ ଗୁରୁତ୍ୱ

ଭୁବନେଶ୍ୱର ୨୮/୮: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ୍‌ ଇ କେନଜି ହିରାମାତ୍‌ସୁଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଇସ୍ପାତ ଉତ୍ପାଦନ, ପାରମ୍ପରିକ ଓ ଅଣପାରମ୍ପରିକ ଏବଂ ନବୀକରଣ ଶକ୍ତି ସମ୍ବଳ କ୍ଷେତ୍ରରେ ଦୁଇଦେଶ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଶ୍ରୀ ପ୍ରଧାନ ଓ ହିରାମାତ୍‌ସୁ ଗୁରୁତ୍ୱ ଦେଇଥିଲେ ।

   ସମ୍ବନ୍ଧିତ ଖବର


ବୋଲେରୋ ଭିତରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାର ପର୍ଦ୍ଦାଫାର୍ଶ: ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ,ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ

କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀଙ୍କୁ କରୋନା

କରୋନା – ଆଜି ସୁସ୍ଥ ହେଲେ ୪୩୮୮

ସମ୍‌ରେ ସଫଳ କିଡ୍‌ନୀ ପ୍ରତିରୋପଣ – ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଉଛି ସମ୍ ଅଲ୍ଟିମେଟ୍ ମେଡିକେୟାର

ଭୁବନେଶ୍ୱରରେ ପିସ୍ତଲ ଡିଲ୍‌ର ପର୍ଦ୍ଦାଫାସ : ସ୍କର୍ପିଓରୁ ଉଦ୍ଧାର ହେଲେ କଲଗାର୍ଲ !

ରାଜଧାନୀରେ ବନ୍ଧୁକ ଡିଲ୍‌ ବେଳେ ମହିଳା ସମେତ ୩ ଗିରଫ, ଖସିଗଲେ ବିକିବାକୁ ଆସିଥିବା ବ୍ୟବସାୟୀ