PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଧର୍ମେନ୍ଦ୍ରଙ୍କ ରୁଷ ଗସ୍ତର ଦ୍ବିତୀୟ ଦିନ: ଇସ୍ପାତ, କୋଇଲା ଓ ତୈଳ କ୍ଷେତ୍ରରେ ସହଯୋଗ ନେଇ ଆଲୋଚନା

ନୂଆଦିଲ୍ଲୀ ୩୧/୮: କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରୁଷ ଗସ୍ତର ଦ୍ୱିତୀୟ ଦିନରେ ଆଜି ଦୁଇଦେଶ ମଧ୍ୟରେ ଇସ୍ପାତ ଓ କୋଇଲା ବ୍ୟବସାୟ ଏବଂ ତୈଳ ଓ ଗ୍ୟାସ କ୍ଷେତ୍ରରେ ଆର୍ଥିକ ସହଯୋଗ ନେଇ ସେଠାକାର ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି ।

ଶ୍ରୀ ପ୍ରଧାନ ଏଭରାଜ ଗ୍ରୁପ୍‌ର ସିଇଓ ଆଲୋକଜାଣ୍ଡର ଫ୍ରୋଲୋଭଙ୍କ ସହ କୋଇଲା, ଖଣିଜ, ଇସ୍ପାତ ଉତ୍ପାଦନ, ଟେକ୍ନୋଲୋଜି ହସ୍ତାନ୍ତରଣ ଆଦି କ୍ଷେତ୍ରରେ ଏଭରାଜ ଗ୍ରୁପ୍‌ ଓ ଭାରତର ଇସ୍ପାତ କମ୍ପାନୀ ମଧ୍ୟରେ ସହଯୋଗ ବୃଦ୍ଧି ନେଇ ଆଲୋଚନା କରିଥିଲେ । ସେହିଭଳି ସ୍କୋଲକୋଭ ଫାଉଣ୍ଡେସନ ମୁଖ୍ୟ ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଆରକେଡି ଡିଭୋରକୋଡିକ୍‌ଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ନେଇ ଆଲୋଚନା କରିଥିଲେ । ପରେ ଶ୍ରୀ ପ୍ରଧାନ କହିଥିଲେ ଯେ ଏହି ଫାଉଣ୍ଡେସନ ଉଦ୍ୟମିତା ଓ ଅଭିନବୀକରଣ ଦିଗରେ କାର୍ଯ୍ୟ କରୁଛି ।

ତୈଳ ଓ ଗ୍ୟାସ୍‌ କ୍ଷେତ୍ରରେ ପୁଞ୍ଜି ନିବେଶକୁ ପ୍ରୋତ୍ସାହନ ଦେବା ପାଇଁ ଏକ ଷ୍ଟାର୍ଟଅପ୍‌କୁ ଯୋଡୁଛି । ଯାହା ତୈଳ ଓ ଗ୍ୟାସ୍‌ କ୍ଷେତ୍ର ସହ ନୂଆ କୌଶଳ ବିକଶିତ କରିବା ଭଳି ଷ୍ଟାର୍ଟଅପ୍‌ ନିର୍ମାଣ ହୋଇଛି । ଟେକ୍ନୋଲୋଜି ଇନୋଭେସନ ଓ ଉଦ୍ୟମଶୀଳତାକୁ ଜୀବନ୍ତ ଭାବେ ସ୍ଥାପନ କରିବା ଓ ରୁଷ ଅର୍ଥ ବ୍ୟବସ୍ଥାର ବିବିଧକରଣ ପାଇଁ ଉତ୍‌ପ୍ରେରକ ପ୍ରଦାନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି ।

ଏହି ନୂତନ ଟେକ୍ନୋଲୋଜି ସହାୟତାରେ ଏଠାରେ ଥିବା ଭାରତୀୟ ତୈଳ ଓ ଗ୍ୟାସ୍‌ କମ୍ପାନିମାନେ ଉନ୍ନତି କରିପାରିଛନ୍ତି । ଏହାର ଉପଯୁକ୍ତ ପ୍ରଚେଷ୍ଟା ଫଳରେ ଭାରତରେ ତୈଳ ଓ ଗ୍ୟାସ୍‌ ଅନ୍ୱେଷଣ ଓ ଉତ୍ପାଦନ ବୃଦ୍ଧି କରାଯାଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ସମ୍ବନ୍ଧିତ ଖବର