କରୋନା – ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦୀଙ୍କ ଦେହାନ୍ତ

ନୂଆଦିଲ୍ଲୀ –  ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦୀଙ୍କ ଦେହାନ୍ତ । ୬୫ ବର୍ଷ ବୟସରେ କରୋନା ଯୋଗୁଁ ତାଙ୍କ ର ମୃତ୍ୟୁ ହୋଇଛି । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ  ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

୧୧ ସେପ୍ଟମ୍ୱରରେ ସେ କରୋନା ପଜିଟିଭ୍ ହୋଇଥିଲେ । ପଜିଟିଭ୍ ଚିହ୍ନଟ ପରେ ଏମ୍ସରେ ଭର୍ତ୍ତି ହୋଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପୂର୍ବ ପ୍ରଧାନମନ୍ତ୍ରୀ  ଏଚଡି ଦେବଗୌଡ଼ା ରେଳ ରାଜ୍ୟ ମନ୍ତ୍ରୀଙ୍କର ମୃତ୍ୟୁରେ  ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସୁରେଶ ଅଙ୍ଗଦୀ କରୋନାରେ ମୃତ୍ୟୁ ହେବାର କର୍ଣ୍ଣାଟକର ୨ୟ ସାଂସଦ ଅଟନ୍ତି । ଏହା ପୂର୍ବରୁ  ଅଶୋକ ଗଷ୍ଟିଙ୍କର କରୋନା କାରଣରୁ ମୃତ୍ୟୁ ହୋଇଥିଲା । ସେ ରାଜ୍ୟ ସଭାର ସାଂସଦ ଥିଲେ ।  ସୁରେଶ ଲୋକସଭାର ସାଂସଦ ଥିଲେ ।  

   ସମ୍ବନ୍ଧିତ ଖବର


ରୋହିତଙ୍କୁ ନେଇ ଚର୍ଚ୍ଚା: ଆହତ କାରଣରୁ ଟିମ୍‌ ଇଣ୍ଡିଆରୁ ବାଦ ପଡ଼ିଲେ ହିଟ୍‌ମ୍ୟାନ୍, ପରେ ଭାଇରାଲ ହେଲା ରୋହିତଙ୍କ ନେଟ୍‌ ପ୍ରାକ୍ଟିସ୍‌ ସମୟର ଫଟୋ

ପୁଲଓ୍ବାମାରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ଆଉ ଜଣେ ଆତଙ୍କୀ କଲା ଆତ୍ମସମର୍ପଣ

ପୁଣି କମିଲା ସୁନା ଦର, କେତେ କମିଲା ଜାଣନ୍ତୁ

AstraZenecaର ଟିକା ବୃଦ୍ଧଙ୍କ ପାଇଁ ପ୍ରଭାବଶାଳୀ ହେବ! ବଢ଼ାଇବ ରୋଗ ପ୍ରତିରୋଧକ ଶକ୍ତି

ବ୍ୟକ୍ତିଙ୍କର ଅଭିନବ ପ୍ରତିବାଦ – ଅନ୍ତଃବସ୍ତ୍ର ପିନ୍ଧି ଷ୍ଟୋର୍‌କୁ ଯିବାର ଭିଡ଼ିଓ ଭାଇରାଲ

ଚୀନ୍‌ ଏବଂ ପାକିସ୍ତାନକୁ ଚେତାବନୀ ଦେଲେ ଅଜିତ୍‌ ଡୋଭଲ୍‌ – ଏ ହେଉଛି ନୂଆ ଭାରତ, ଯେଉଁଠାରେ ବିପଦ ସେହିଠାରେ କରିବୁ ମୁକାବିଲା