PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଆଧାର-ରାସନ କାର୍ଡ ଲିଙ୍କ୍ କରିବା ଦେଶରେ ପ୍ରଥମ ରାଜ୍ୟ ହେଲା ୟୁପି; ରାଜ୍ୟ ସରକାରଙ୍କର ଦାବି

pic-livehindustan.com

ଲକ୍ଷ୍ନୌ: ରାସନ କାର୍ଡ ସହିତ ଆଧାର ଲିଙ୍କ କରିବାକୁ କେନ୍ଦ୍ର ସରକାର ବାରମ୍ବାର କହୁଥିବା ବେଳେ ଏବେ ବି ଦେଶର ଅନେକ ରାଜ୍ୟରେ ଆଧାର-ରାଶନ କାର୍ଡ ଲିଙ୍କ୍ ହୋଇପାରି ନାହିଁ। ଏମିତିରେ ଉତ୍ତର ପ୍ରଦେଶ ସରକାର ଦେଶର ପ୍ରଥମ ରାଜ୍ୟରେ ସର୍ବାଧିକ ଲୋକଙ୍କର ଆଧାର-ରାସନ କାର୍ଡ ଲିଙ୍କ କରାଇଛନ୍ତି ବୋଲି ଘୋଷଣା କରିଛନ୍ତି। ଦେଶରେ ପ୍ରଥମ ରାଜ୍ୟ ଭାବରେ ୟୁପିରେ ପାଖାପାଖି ୧୦୦(୯୯.୭୯) ପ୍ରତିଶତ ଲୋକଙ୍କର ଆଧାର କାର୍ଡକୁ ରାସନ କାର୍ଡ ସହିତ ଲିଙ୍କ୍ କରାଯାଇଛି ବୋଲି ୟୁପି ସରକାର ଘୋଷଣା କରିଛନ୍ତି।

କେବଳ ଗତ ୬ ମାସରେ ଜାତୀୟ ଖାଦ୍ୟ ସୁରକ୍ଷା ଅଇନ(ଏନ୍ଏଫ୍ଏସ୍‌ଏ) ଅନୁସାରେ ରାଜ୍ୟରେ ୧,୬୧,୨୫୬ ନୂଆ ରାସନ କାର୍ଡ କରାଯାଇଛି। ଫଳରେ ରାଜ୍ୟରେ ମୋଟ ରାସନ କାର୍ଡଧାରୀଙ୍କ ସଂଖ୍ୟା ୩,୬୦,୧୨,୭୫୮ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଧାର କାର୍ଡ ତିଆରି କରିବା ସହିତ ରାଜ୍ୟରେ ରାସନ କାର୍ଡ ସହିତ ଲିଙ୍କ ବି ଦ୍ରୁତ ଗତିରେ କରାଯାଉଛି ବୋଲି ରାଜ୍ୟ ସରକାର କହିଛନ୍ତି।

ସମ୍ବନ୍ଧିତ ଖବର