PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲା –ଅକ୍ଟୋବର ୩୦ ତାରିଖ ଯାଏ ଜେଲରେ ରହିବେ ଆର୍ୟନ ଖାନ୍ , ଆର୍ୟନଙ୍କ ହାଜତ ମିଆଦ ବୃଦ୍ଧ କଲେ ସ୍ୱତନ୍ତ୍ର ଏନ୍ସିବି କୋର୍ଟ
  • ||
  • ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ : ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ହେଵ
  • ||
  • କଳାହାଣ୍ଡି ମମିତା ମେହେର ହତ୍ୟା ମାମଲା – କେ ଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ୱିତ , କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନେଲେ କଳାହାଣ୍ଡି ଏସ୍‌ପି
  • ||
  • ୩ ପ୍ରତିଶତ ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ
  • ||
  • ପାଡ଼ୁଆ: ଜଙ୍ଗଲରୁ ପାଡ଼ୁଆ: ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ଥାନା ପୋଲିସ, ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ତଦନ୍ତ ଜାରି
  • ||
  • ବଲାଙ୍ଗୀର: ମମିତା ମେହେର ମର୍ଡର ମିଷ୍ଟ୍ରି, ଅଟକ ଜେସିବି ଡ୍ରାଇଭର ଗିରଫ କରିପାରେ ପୋଲିସ
  • ||
  • ରାୟଗଡ଼​‌: ଗୁଣି ଗାରେଡି ସନ୍ଦେହରେ ଟ୍ରିପଲ ମର୍ଡର ଘଟଣା, ୯ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଜିଲ୍ଲା ଓ ଦୌରା ଜଜ ଅଦାଲତ
  • ||
  • ଭବାନୀପାଟଣା: ମମିତା ମେହର ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯାଉ : ସ୍ମୃତିରାଣୀ ପଟ୍ଟନାୟକ
  • ||
  • ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢ଼ା, ନଭେମ୍ୱର ପହିଲାରୁ ୟୁନିଫର୍ମ ବାଧ୍ୟତାମୂଳକ
  • ||
  • ପୁରୀ: ଆଜିଠୁ ସେବାୟତଙ୍କ ଡ୍ରେସ୍‌କୋଡ୍, ଶ୍ରୀମନ୍ଦିରରେ ପାରମ୍ପରିକ ବସ୍ତ୍ର ପରିଧାନ କରି ପ୍ରବେଶ କରିବେ ସେବକ
  • ||
  • ବଲାଙ୍ଗୀର: ଆଜି ବିଜେପି ପକ୍ଷରୁ ବଲାଙ୍ଗୀର ବନ୍ଦ ପାଳନ, ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାତାୟତ ଠପ୍
  • ||
  • ଭୁବନେଶ୍ୱର: ଆଜି ଯୁକ୍ତ ୩ ସ୍ପଟ୍‌ ନାମଲେଖା ଆବେଦନ କପି ଦାଖଲ ଶେଷ, ୨୭ରୁ ନାମଲେଖା
  • ||
  • ଭୁବନେଶ୍ୱର: ଆଜିଠୁ ଶୁଖିଲା ପାଗ, ୨୩ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଫେରିଯିବ ମୌସୁମୀ ବାୟୁ
  • ||

ପ୍ରକାଶ ପାଇଲା UPSC ସିଭିଲ୍ ସର୍ଭିସ୍ ରେଜଲ୍ଟ : ବାଜି ମାରିଲେ ଓଡ଼ିଆ ପୁଅ ଝିଅ

ଭୁବନେଶ୍ବର ୪।୮ : ପ୍ରକାଶ ପାଇଲା UPSC ସିଭିଲ୍ ସର୍ଭିସ ପରୀକ୍ଷା ଫଳ। ପ୍ରଦୀପ ସିଂହ ହେଲେ ଆଇଏଏସ୍‌ ଟପ୍ପର। ଯତୀନ କିଶୋର ଦ୍ବିତୀୟ ସ୍ଥାନରେ ରହିଥିବାବେଳେ ଓ ପ୍ରତିଭା ବର୍ମାଙ୍କୁ ତୃତୀୟ ସ୍ଥାନରେ ରହିଛନ୍ତି। ସେହିପରି ଅଷ୍ଟମ ସ୍ଥାନରେ ଓଡ଼ିଶାର ଅଭିଷେକ ସରାଫ ଏବଂ ଦଶମ ସ୍ଥାନରେ ସଞ୍ଜିତା ମହାପାତ୍ର ରହିଛନ୍ତି।

ଚଳିତ ବର୍ଷ ମୋଟ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ବାଜି ମାରି ନେଇଛନ୍ତି ବହୁ ଓଡ଼ିଆ ପୁଅ ଝିଅ। ସଞ୍ଜିତା ମହାପାତ୍ର ମିଳିଛି ଦଶମ ରାଙ୍କ। ସଞ୍ଜିତାଙ୍କ ଘର ରାଜଗାଙ୍ଗପୁରରେ। ସେ ରାଉରକେଲା SAILରେ କାର୍ଯ୍ୟ କରୁଥିଲେ ।

https://twitter.com/Ansh10187/status/1290540483395989506

UPSC ସିଭିଲ ସର୍ଭିସ ପରୀକ୍ଷା ପାଇଁ ସାକ୍ଷାତକାର ୨୦ ଜୁଲାଇରୁ ଆରମ୍ଭ ହୋଇଥିଲା । ଏହାର ଫଳାଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ପ୍ରାର୍ଥୀମାନେ ସେମାନଙ୍କର UPSC ସିଭିଲ ସର୍ଭିସର ଫଳାଫଳକୁ UPSC ର ଅଫିସିଆଲ୍ ୱେବସାଇଟରୁ ସେମାନଙ୍କର ରୋଲ୍ ନମ୍ବର ଅନୁଯାୟୀ ଯାଞ୍ଚ କରିପାରିବେ । ତେବେ କରୋନା ଭାଇରସ ସଂକ୍ରମଣ ହେତୁ ଲକଡାଉନ୍ ଯୋଗୁଁଏହି ସାକ୍ଷାତକାରଗୁଡ଼ିକ ପୂର୍ବରୁ ସ୍ଥଗିତ ରଖାଯାଇଥିଲା ।