ଭିଜିଲାନ୍ସ ଜାଲରେ ମେଡିକାଲ କର୍ମଚାରୀ, ଲାଞ୍ଚ ନେଇ ଧରା ପଡ଼ିଲେ

ମାଲକାନଗିରି,୨୦/ ୧୦: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କର୍ମଚାରୀ। ମାଲକାନଗିରି ଜିଲ୍ଲା ପୋଡ଼ିଆ ମେଡିକାଲ ବିପିଏମ୍‌ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବ୍ଲକ ପ୍ରୋଗ୍ରାମ ମ୍ୟାନେଜର୍ ଶ୍ରୀମନ୍ତ ଅତିବୁଦ୍ଧି ଗାଡି ଭଡା ବାବଦରେ ବିଲ କରିବା ପାଇଁ ୨୦ ହଜାର ଲାଞ୍ଚ

ମିଳିଥିବା ସୂଚନା ମୁତାବକ, ରାକେଶ ଚନ୍ଦ୍ର ଦାସଙ୍କ ବୋଲେରୋ ଗାଡି ମେଡିକାଲରେ ଭଡା ଲାଗିଥିବା ବେଳେ ଏହାର ବିଲ୍ କରାଇ ଦେବା ପାଇଁ ହଇରାଣ କରିବା ସହ ୨୦ ହଜାର ଲାଞ୍ଚ ମାଗିଥିଲେ ବିପିଏମ୍ । ଏହାପରେ ରାକେଶ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ପରେ ମାଲକାନଗିରିର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ଏକ ଟିମ୍ ପୋଡ଼ିଆ ମେଡିକାଲରେ ଚଢ଼ାଉ କରିଥିଲେ। ଭିଜିଲାନ୍ସ ଟିମ ଏଥିରେ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ତାର ଅଧିକ ତଦନ୍ତ କରୁଛି।

   ସମ୍ବନ୍ଧିତ ଖବର


ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

ଟ୍ୟୁସନ ଯିବା ସମୟରେ ନାବାଳିକାକୁ ଗଣଦୁଷ୍କର୍ମ, ଅଶ୍ଲୀଳ ଭିଡିଓ ତିଆରି କରି ଦେଉଥିଲେ ଧମକ…

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

ଯନ୍ତ୍ରଣାରେ ଛଟପଟ ସାଧାରଣ ଜନତା, ଧକଉଛି ଏନ୍‌ଏଚ୍‌ ପ୍ରକଳ୍ପ

ଏଣିକି ମେଧାବୀଙ୍କୁ ଲାପଟପ୍‌ ବଦଳରେ ମିଳିବ ଟଙ୍କା, ୧୫ ହଜାର ଛାତ୍ରଛାତ୍ରୀ ପାଇବେ ଏତିକି ଟଙ୍କା