PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ

କେଉଁଝର, ୨୧|୧୨:  ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଆଜି କେଉଁଝର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି ।

କେଉଁଝର ଜିଲ୍ଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ ଆସିଥିଲା । ଏହି ଅଭିଯୋଗ କ୍ରମେ ଆଜି ସୁବଳଙ୍କ ଘରେ ଭିଜିଲାନ୍ସର ଏକ ଟିମ ଚଢାଉ କରିଛି। ସୁବଳଙ୍କ ବାସଭବନ ଓ ଅଫିସ ସମେତ ସମ୍ପର୍କୀୟଙ୍କ ଘରେ ଏହି ରେଡ୍ ହୋଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।

ଏବେବି ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଟିମର ଯାଂଚ ଜାରି ରହିଛି । ତେବେ ଯାଂଚ ବେଳେ ବିଭିନ୍ନ ଜରୁରୀ କାଗଜପତ୍ର ହସ୍ତଗତ ହୋଇଥିବା ଜଣାପଡ଼ିଛି । ତେବେ ଉପେନ୍ଦ୍ର ଓ ତାଙ୍କ ପରିବାର ନାଁରେ ଥିବା ବ୍ୟାଙ୍କ ବାଲାନ୍ସ, ସୁନାଗହଣା ଓ ଦରକାରୀ ଦସ୍ତାବିଜ ଉପରେ ମଧ୍ୟ ଯାଂଚ ଜାରି ରହିଛି ।