PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଉଦଳା: ଭିଜିଲାନ୍ସ ପଞ୍ଝାରେ ମାଳି

ଉଦଳା ୨୭/୧୨: ଖୁଣ୍ଟା ଉଦ୍ୟାନ ବିଭାଗର କାର୍ଯ୍ୟରତ ଥିବା ଗାର୍ଡେନର ବା ମାଳି ଉଦ୍ଧବ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ ।  ନୁଦଡିହା ସ୍ଥିତ ତାଙ୍କ ଶଶୂର ଘର ସମେତ ଫାର୍ମା ହାଉସ୍ ଏବଂ ଉଦଳା ବିଭାଗ କାର୍ଯ୍ୟାଳୟ ସମେତ କପ୍ତିପଦା ବ୍ଲକ୍ ବଡାମପଦା ନିଜସ୍ୱ ବାସଭବନରେ ଚଢାଉ ହୋଇଛି । ବାଲେଶ୍ୱର ଭିଜିଲାନ୍ସ ବିଭାଗର ୪ଟି ଟିମ୍ ଏହି ଚଢାଉ କରିଛି । ସେ ଉଦଳାରେ ଚାକିରି କରୁଛନ୍ତି । ପୂର୍ବରୁ ଦୁର୍ନୀତି ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିଲା ।