PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଭିଜିଲାନ୍ସ ପଞ୍ଝାରେ ଜେଇ, ବାସଭବନ ସମେତ ୫ଟି ସ୍ଥାନରେ ରେଡ୍

ଜଗସିଂହପୁର ୩୦।୧୨:  ଜଗତସିଂହପୁର ସେସୁ ଜେଇ-୨ ଦୀପ୍ତି ପ୍ରକାଶ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ଦୀପ୍ତିଙ୍କ ବିସିପାତଳ ସ୍ଥିତ ପୈତୁକ ବାସ ଭବନ, ଗୋପାଳ ସାଗର ନୂଆ ଘର, ଶ୍ବଶୁର ଘର ,ସେସୁ ଅଫିସ ସହିତ ୫ଟି ସ୍ଥାନରେ ଏକସଙ୍ଗରେ ଚଢ଼ାଉ କରାଯାଉଛି ।

ଜଗତସିଂହପୁର ଓ କଟକ ଭିଜିଲାନ୍ସର ମିଳିତ ଚଢ଼ାଉ କରାଯାଉଛି । ଚଢ଼ାଉ ବେଳେ ବହୁ ବ୍ୟାଙ୍କ ପାସବୁକ ,କାଗଜପତ୍ର, ସୁନା ଗହଣା ଓ ନଗଦ ଟଙ୍କା ଜବତ କରାଯାଇଛି । ବର୍ତ୍ତମାନ ଚଢ଼ାଉ ଜାରି ରହିଛି।