PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଭୀମସାର ପୁଣି ମେଡ଼ିସିନ ବିଭାଗର ତିନିଜଣ ଡାକ୍ତର କରୋନା ପଜିଟିଭ ଚିହ୍ନଟ

ସମ୍ବଲପୁର : ବୁର୍ଲା ଭୀମସାରରେ ପୁଣି ୩ କରୋନା ଯୋଦ୍ଧା ସଂକ୍ରମିତ | ସଂକ୍ରମିତ ହୋଇଥିବା ୩ ଜଣ ଡାକ୍ତର ମେଡିସିନ୍ ବିଭାଗର ବୋଲି ଜଣା ପଡିଛି | ଭୀମସାର ଅଧିକ୍ଷକ ଡକ୍ଟର ଜୟଶ୍ରୀ ଦୋରା ଏହି ସୂଚନା ଦେଇଛନ୍ତି | ପୂର୍ବରୁ ୯ ଜଣ ଡାକ୍ତର ମେଡିସିନ ବିଭାଗର କରୋନା ପଜେଟିଭ୍ ଚିହ୍ନଟ ହୋଇଥିବାବେଳେ ଆଜିର ସଂଖ୍ୟା ମିଶାଇ ୧୨ ଜଣ ଡାକ୍ତର କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି |

ତେବେ ମେଡିସିନ ବିଭାଗର ୩୮ ଜଣ ଡାକ୍ତର କ୍ବାରେଣ୍ଟାଇନରେ ଥିବାବେଳେ ଭୀମସାରରେ ମୋଟ ୭୦ ଜଣ ଡାକ୍ତର କ୍ବାରେଣ୍ଟାଇନକୁ ଯାଇଛନ୍ତି | ଏହା ସହ ମେଡିସିନ ବିଭାଗକୁ ଆଜିଠାରୁ ୧୨ ତାରିଖ ଯାଏଁ ୬ ଦିନ ପାଇଁ ବନ୍ଦ କରାଯାଇଛି |