PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ତାମିଲନାଡୁ ମୁଖ୍ୟମନ୍ତ୍ରୀ ପଲାନୀସ୍ବାମୀଙ୍କୁ ଚପଲ ମାଡ଼

ଚେନ୍ନାଇ,୧।୪:ତାମିଲନାଡୁର ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଆଜି ହୋଇଛି ଚପଲ ମାଡ଼। କରାଯାଇଛି।  ତେବେ ଚପଲ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଏପର୍ଯ୍ୟନ୍ତ  ଚିହ୍ନଟ କରାଯାଇ ପାରି ନାହିଁ। ତାକୁ ଗିରଫ କରିବା   ପାଇଁ ଚେଷ୍ଟା ଜାରି ରହିଛି। ସୋମବାର ନିର୍ବାଚନୀ ପ୍ରଚାର ପାଇଁ ତାଞ୍ଜାଭୁର ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ ହୋଇଛି। ଚପଲଟି ଯାଇ ତାଙ୍କ କାର ଉପରେ ପଡିଥିଲା। ଏବେ ଏହି ଘଟଣା ପରେ    ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ପ୍ରକାଶ ଯେ ଲୋକସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟରେ ୨୩ ଅପ୍ରେଲରେ ତାମିଲନାଡୁର ତାମିଲନାଡୁର ୩୯ ଲୋକସଭା ଆସନ ପାଇଁ ମତଦାନ ହେବ।   ଏଥିପାଇଁ ରାଜନୈତିକ ଦଳଗୁଡ଼ିକ ନିର୍ବାଚନୀ ପ୍ରଚାରକୁ ତ୍ୱରାନ୍ୱିତ କରିଛନ୍ତି।   ତାମିଲନାଡୁର ଶାସକ ଦଳ ଏଆଇଏଡିଏମକେ ଏଥର ନିର୍ବାଚନ ବିଜେପି ସହ ମିଶି ଲଢିବାକୁ ଯାଉଛି।  ଯାହାର ମୁକାବିଲା କଂଗ୍ରେସ ଓ ଡିଏମକେ ମେଣ୍ଟ ସହିତ ହେବ।

ପଲାନୀସ୍ବାମୀଙ୍କୁ ଚପଲ ମାଡ଼ କରାଯିବା ସମୟର ଭିଡିଓ  ‘ମିରର ନାଓ’ ଟ୍ୱିଟ୍‍ର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଚପଲ ମାଡ଼ କରିବା ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଉପରକୁ ଚପଲ ପିଙ୍ଗା ହୋଇସାରିଛି।

ସମ୍ବନ୍ଧିତ ଖବର