PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଡାକ୍ତରଙ୍କ ଧଳା କୋଟ୍ ସୃଷ୍ଟି କରିପାରେ ଗମ୍ଭୀର ରୋଗ,ରହିଛି ଏଭଳି ବିପଦଜନକ ବ୍ୟାକ୍ଟେରିଆ

ନୂଆଦିଲ୍ଲୀ,୯।୯: ନିକଟରେ ଆମେରିକାରେ ହୋଇଥିବା ଏକ ରିସର୍ଚ୍ଚ ଅନୁସାରେ ଜଣାପଡିଥିଲା ଯେ, ଡାକ୍ତରଙ୍କ ଧଳା କୋଟ୍ ଲୋକଙ୍କ ପାଇଁ ବହୁ ଗମ୍ଭୀର ରୋଗ ସୃଷ୍ଟି କରିପାରେ। ଅଧ୍ୟୟନରୁ ଜଣାପଡିଛି ଯେ, ‘କୋଟ୍‌’ ଯାହାର ବ୍ୟବହାର ଡାକ୍ତରମାନେ କରନ୍ତି, ସେଥିରେ ଡ୍ରଗ ରେଜିଷ୍ଟାଣ୍ଟ ବ୍ୟାକ୍ଟେରିଆା ଆମର ରକ୍ତରେ ସଂକ୍ରମଣ ସୃଷ୍ଟି କରିଥାଏ।

କେବଳ ଡାକ୍ତରଙ୍କ ଧଳା କୋଟ ନୁହେଁ ବଂର ଷ୍ଟେଥୋସ୍କୋପ ଓ ତାଙ୍କ ଦ୍ବାରା ବ୍ୟବହାର କରାଯାଉଥିବା ଅନ୍ୟ ଜିନିଷରେ ମଧ୍ୟ ବହୁ ଗମ୍ଭୀର ବ୍ୟାକ୍ଟେରିଆ ରହିଥାଇ ପାରନ୍ତି। ଏହି ବିପଦଜନକ ବ୍ୟାକ୍ଟେରିଆରୁ ରକ୍ଷା ପାଇବା ପାଇଁ ଆଣ୍ଟି ମାଇକ୍ରୋ ବ୍ୟାକ୍ଟେରିଆଲ ଟେକ୍ସଟାଇଲର ବ୍ୟବହାର କରିବାକୁ ହୋଇଥାଏ ଓ କୋଟକୁ ସବୁଦିନ ଧୋଇବା ଦରକାର।

ସମ୍ବନ୍ଧିତ ଖବର