PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ଶିଳ୍ପପତି ମହିମା ମିଶ୍ରଙ୍କ ପତ୍ନୀ ବିୟୋଗ, ଖାନ୍‌ନଗର ଶ୍ମଶାନରେ ହେଲା ଶେଷକୃତ୍ୟ ସମ୍ପନ୍ନ

କଟକ,୨୩/୦୭: ବିଶିଷ୍ଟ ଶିଳ୍ପପତି ମହିମା ନନ୍ଦ ମିଶ୍ରଙ୍କ ପତ୍ନୀ ମୀନତି ମିଶ୍ରଙ୍କର ପରଲୋକ ହୋଇଛି । ଓଡ଼ିଆ ବଜାର ସ୍ଥିତ ଘରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଖାନ୍‌ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଏକ ଶୋଭାଯାତ୍ରାରେ ମରଶରୀରକୁ ଶ୍ମଶାନ ପର୍ଯ୍ୟନ୍ତ ଅଣାଯାଇଥିଲା । ସେଠାରେ ବଡ଼ ପୁଅ ଚନ୍ଦନ ମିଶ୍ର ମୁଖାଗ୍ନି ଦେଇଥିଲେ । ମୃତ୍ୟୁ ଖବର ପାଇବା ପରେ ସହରର ବହୁ ବଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ ପାଇଁ ଓଡ଼ିଆବଜାର ଘରେ ପହଞ୍ଚିଥିଲେ । ଶେଷକୃତ୍ୟ ବେଳେ ସ୍ୱାମୀ ମହିମାନନ୍ଦ ମିଶ୍ର ଓ ସାନ ପୁଅ ଚର୍ଚ୍ଚିତ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ସ୍ୱର୍ଗତା ମୀନତି ଗତ କିଛି ଦିନ ଧରି ଅସୁସ୍ଥ ଥିଲେ ।ଗୁରୁବାର ସକାଳ ପ୍ରାୟ ୮ଟା ବେଳେ ତାଙ୍କର ପରଲୋକ ହୋଇଥିବା ସମ୍ପର୍କୀୟମାନେ ସୂଚନା ଦେଇଛନ୍ତି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।