PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଲଦାଖ, ଉତ୍ତରାଖଣ୍ଡ ଓ ହିମାଚଳ ଉପରେ ଡ୍ରାଗନର ନଜର, ୧୬ଟି ଏୟାରବେସ୍‌ ପ୍ରସ୍ତୁତ କରୁଛି ଚୀନ୍

ନୂଆଦିଲ୍ଲୀ: ଦିନ ପରେ ଦିନ ଗଡ଼ୁଛି। ତଥାପି ପୂର୍ବ ଲଦାଖ ସୀମାରେ ଭାରତ-ଚୀନ ମଧ୍ୟରେ ତିକ୍ତତା ଥମିବାର ନା ନେଉ ନାହିଁ। ଏସବୁ ମଧ୍ୟରେ ଚୀନ ଭାରତୀୟ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଥିବା ଏୟାରବେସକୁ ବିସ୍ତାର କରି ବାୟୁ ସେନା ସୁବିଧାକୁ ବ୍ୟାପକ କରିବାରେ ଲାଗିଛି ଡ୍ରାଗନ୍।

ଅନ୍ୟପଟେ ଜାତୀୟ ଗଣମାଧ୍ୟମ ସଂସ୍ଥା ଇଣ୍ଡିଆ ଟୁଡେରେ ପ୍ରକାଶିତ ଖବର ଅନୁଯାୟୀ ୧୬ଟି ସ୍ଥାନ ଚିହ୍ନଟ କରାଯାଇଛି। ଯେଉଁଥିରେ ଲଦାଖ, ହିମାଚଳ ପ୍ରଦେଶ ଭାରତୀୟ ବର୍ଡରରେ ଥିବା ଅଞ୍ଚଳ ମଧଓ୍ୟ ସାମିଲ ଅଛି। ଯେଉଁଠି ଡ୍ରାଗନ୍‌ ୧୬ ଟି ଏୟାରବେସ୍‌ ନିର୍ମାଣ କରିବାରେ ଲାଗିଛି।

ବିଶେଷକରି ଇଞ୍ଜିୟଙ୍ଗ ପ୍ରାନ୍ତରେ ବେସ୍‌ ସକ୍ରିୟ ଅଛି ଡ୍ରାଗନ୍‌ ସେନା। ଯାହା ଭାରତ, ପାକିସ୍ତାନ, ଆଫଗାନିସ୍ତାନ ଓ ଋଷ ଭଳି ଦେଶର ସୀମାକୁ ସଂଯୁକ୍ତ କରେ। ଏହି ଅଞ୍ଚଳ ଲଦାଖ ସହିତ ମଧ୍ୟ ସଂଯୋଗ କରୁଛି। ବିଗତ ୧ ବର୍ଷ ଧଣି ଭାରତ ଓ ଚୀନ ମଧ୍ୟରେ ଲାଗି ରହିଥିବା ସୈନ୍ୟ ସଂଘର୍ଷର କେନ୍ଦ୍ରବିନ୍ଦୁ ଥିଲା ଇଞ୍ଜିୟଙ୍ଗ ଅଞ୍ଚଳ।

ସମ୍ବନ୍ଧିତ ଖବର