PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ମହିଳା ଡିଏସ୍‌ପିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍ ଘଟଣା: ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ମନୁଆ ସହ ୨ଜଣଙ୍କୁ ବାନ୍ଧିଲା ସ୍ପେଶାଲ ସ୍କ୍ୱାଡ

ଭୁବନେଶ୍ଵର ୦୮/୦୮: ମହିଳା ଡିଏସ୍‌ପିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍ କରିବା ଘଟଣାରେ କମିଶନରେଟ ପୁଲିସକୁ ସଫଳତା ମିଳିଛି । ସ୍ପେଶାଲ ସ୍କ୍ୱାଡ ଏହି ଗ୍ୟାଙ୍ଗକୁ ଠାବ କରିଛି । ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ମନୋଜ ବେହେରା ଓରଫ (ମନୁଆ) ସହ ଦୁଇ ଜଣଙ୍କୁ ପୁଲିସ ଗିରଫ କରିଛି । ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଗୁଳି ଓ ଲୁଟ ସାମଗ୍ରୀ ଜବତ କରିଛି । ଆସନ୍ତାକାଲି ପୁଲିସ ଗ୍ୟାଙ୍ଗକୁ ଗିରଫ କରି କୋର୍ଟ ଚାଲାଣ କରିବ ବୋଲି ଜଣାପଡିଛି ।

ସୂଚନା ମୁତାବିକ, ସ୍କ୍ବାଡର ଏହି ଟିମ ଲୁଟେରା ଗ୍ୟାଙ୍ଗକୁ ଧରବାକୁ ଉଦ୍ୟମ ଚଳାଇଥିଲା । ତଦନ୍ତ ବେଳେ ପୁଲିସ ଏକାଧିକ ଗ୍ୟାଙ୍ଗକୁ ହେପାଜତକୁ ନେଇ ଜେରା କରିଥିଲା । ଜେରା ବେଳେ ମନୁଆ ଗ୍ୟାଙ୍ଗ ଏଥିରେ ସଂପୃକ୍ତ ଥିବା ଜାଣିବାକୁ ପାଇଥିଲା । ପରେ ତାକୁ ଧରିବା ପାଇଁ ଚଢାଉ ଆରମ୍ଭ ହୋଇଥିଲା । ପୁଲିସ ମନୁଆକୁ ଖୋଜୁଥିବା ଜାଣିବା ପରେ ସେ ଭୁବନେଶ୍ୱରରୁ ଫେରାର ହୋଇଯାଇଥିଲା । ଏହି ଗ୍ୟାଙ୍ଗ ନାଁରେ ରାଜଧାନୀ ଓ ଉପକଣ୍ଠ ଥାନାରେ ଏକାଧିକ ମାମଲା ରହିଥିବା ଜଣାପଡିଛି।