ଏଣିକି ଡିଭୋର୍ସ ମାମଲା ଚାଲିଥିଲେ ବି ମହିଳାଙ୍କୁ ମିଳିବ ପେନସନ୍: ମନ୍ତ୍ରୀ ଅଶୋକ ପଣ୍ଡା

ଭୁବନେଶ୍ବର ୧୪।୯: ଏବେ ବିବାହ ବିଚ୍ଛେଦ ମାମଲା ଚାଲିଥିବା ମହିଳାଙ୍କୁ ମିଳିବ ପେନସନ। ଏନେଇ ବିଭାଗୀୟ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି ।

ମଧୁବାବୁ ପେନସନ ଯୋଜନାରେ ଏମାନଙ୍କୁ ସାମିଲ କରାଯିବ। କିନ୍ତୁ କେସ୍ ବିଚାରାଧିନ ଚାଲିଛି ବୋଲି ଘୋଷଣାପତ୍ର ଦେବାକୁ ପଡିବ ବୋଲି ସୂଚନା ଦିଆଯାଇଛି।

   ସମ୍ବନ୍ଧିତ ଖବର


ରାଜ୍ୟରେ ପୁଣି ୧୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୫୯ କୁ ବୃଦ୍ଧି

ପୁଣି ଚିହ୍ନଟ ହେଲେ ୧୪୮୦ ନୂଆ ଆକ୍ରାନ୍ତ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ଡେଇଁଲା

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍, କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା

ଟ୍ରେନରେ କଟି ଗୋଟିଏ ପରିବାରର ୩ ମୃତ: ଆତ୍ମହତ୍ୟା ସନ୍ଦେହ

ଘର ସାମ୍ନାରେ ଖେଳୁଥିବାବେଳେ ଶିଶୁ ଉପରେ ଚଢିଗଲା ବୋଲେରୋ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ପରିବାରଲୋକ

ବାଇକ୍ ଆ​ରୋହୀ ଉପରେ ଚଢ଼ିଗଲା ୧୮ ଚକିଆ ଟ୍ରକ, ଯୁବକ ମୃତ