PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ମହୁମାଛି ଆକ୍ରମଣରେ ମହିଳା ଗୁରୁତର

ପାପଡାହାଣ୍ଡି ୫/୧୨(ଆପ୍ର) ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ  ଜଟାବାଲ ଠାରେ ମହୁ ମାଛି ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି | ତାଙ୍କ ନାମ ବାଲମତି ଭତରା | ମହା ମାୟୀ ସାହିର ବାଲମତି ଶୌଚ ପାଇଁ ନଦୀକୁ ଯାଇଥିବା ସମୟରେ ମହୁ ମାଛି ଆକ୍ରମଣର ଶିକାର ହୋଇଥିଲେ | ତାଙ୍କୁ ଘର ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପାପଡାହାଣ୍ଡି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି |