PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ଘରୋଇ ଝଗଡ଼ାରୁ ବ୍ଲେଡ୍‌ରେ ନିଜ ହାତ କାଟି ଦେଲେ ମହିଳା !

ନୀଳଗିରି,୧୬|୦୮:  ବାଲେଶ୍ୱର ଜିଲ୍ଲା ରେମୁଣା ନୂଆଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି । ଜଣେ ମହିଳା ନିଜ ହାତ କାଟି ଗୁରୁତର ଅବସ୍ଥାରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁସାରେ, ସୁଚିତ୍ରା ସିଂ ଓରଫ ସୁକ ରେମୁଣା ଥାନା ଅଧିନ ନୂଆଗାଁ ଅଂଚଳରେ ବିବାହ କରିଛନ୍ତି।ସେ ଅଯୋଧ୍ୟା ଅଂଚଳର ବାପ ଘରକୁ ଶୁଦ୍ଧି କର୍ମକୁ ଆସିଥିବା ବେଳେ ଗତକାଲି ରାତିରେ କୌଣସି କାରଣରୁ ଝଗଡ଼ା ହୋଇଥିଲା।ଏଥିରେ ଉତକ୍ଷିପ୍ତ ହୋଇ ସେ ବ୍ଲେଡ଼ରେ ତାଙ୍କ ବାମ ହାତକୁ କାଟି ପକାଇଥିଲେ।

ତାଙ୍କୁ ଗୁରୁତର ଭାବେ ଏକ ମୋଟରସାଇକେଲରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିବାର ସୂଚନା ମିଳିଛି ।