ପ୍ରମୁଖ ଖବର
  • ବିଜେପି ଫୋକସ୍‌ରେ ଓଡ଼ିଶା, ଆସୁଛନ୍ତି ହେଭିଓ୍ବେଟ୍, ଆସନ୍ତା ୮ରେ ରାଜନାଥ ସିଂ, ୯ରେ ନୀତିନ ଗଡ଼କାରୀ, ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଆସନ୍ତା ୧୦ରେ ଦୋହା ଡାଏମଣ୍ଡ୍‌ ଲିଗ୍‌ , କିଶୋରଙ୍କ ସହ ସିଜନ ଆରମ୍ଭ କରିବେ ନୀରଜ ଚୋପ୍ରା
  • ||
  • ଖପୁରିଆ କରତକଳରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ, ଚନ୍ଦନ ଯାତ୍ରା ପାଇଁ ଚିରଟ କାଠ ଗଲା ଶ୍ରୀକ୍ଷେତ୍ର
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ତାଲିକା ପ୍ରସ୍ତୁତି, ଆସନ୍ତା ୯ରେ ଜଷ୍ଟିସ୍‌ ଅରିଜିତ୍‌ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ଦ୍ୱିତୀୟ ପର୍ଯ୍ୟାୟ ବୈଠକ
  • ||
  • ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି, ୬ ଲେକାସଭା, ୪୨ବିଧାନସଭା ଆସନରେ ଆଜିଠୁ ନାମାଙ୍କନ
  • ||
  • ତୃତୀୟ ପର୍ଯ୍ୟାୟ ମତଦାନ: ୯୩ ଲୋକସଭା ଆସନରେ ୧୩୫୧ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • IPL 2024: ଆଜି ଦିଲ୍ଲୀକୁ ଭେଟିବ ରାଜସ୍ଥାନ, ପ୍ଲେ-ଅଫ୍‌ ସ୍ଥାନ ପକ୍କା ଲକ୍ଷ୍ୟରେ ରୟାଲ୍ସ
  • ||
  • ଶେଷରେ ଶୁଣିଲେ ପ୍ରଭୁ .. ଆଜିଠୁ ତାତିକୁ ଛୁଟି, ଖସିବ ପାରଦ: ୨୦ ଜିଲ୍ଲାରେ ବର୍ଷା ଆଶଙ୍କା
  • ||

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି...

ହରଭଙ୍ଗା ୨୬/୦୪ : ବୌଦ୍ଧ ଥାନା ହରେକୃଷ୍ଣପୁର କଲୋନୀ ସାହିର ବାସନ୍ତୀ ସିଂ ନାମକ ବିବାହିତ ମହିଳାଙ୍କ ଆତ୍ମହତ୍ୟା l ସୂଚନା ମୁତାବକ ଉକ୍ତ ଗ୍ରାମର ବିପ୍ର ସିଂଙ୍କ ପତ୍ନୀ ବାସନ୍ତୀ ସିଂ ସବୁଦିନ ପରି ଆଜି ମଧ୍ୟ ଛେଳି ଚରାଇବାକୁ ଯାଇଥିଲେ l କିନ୍ତୁ ଚିଲାଖଣ୍ଡି ନାଳ କୁଆଦର ନିକଟ ଏକ ଗଛରେ ମହିଳା ଜଣଙ୍କ ବେକରେ ଲୁଗା ଦେଇ ଆତ୍ମହତ୍ୟା କରିଥିଲେ l ପ୍ରଥମେ ଖବର ପାଇ ଛାରିଛକ ଅଗ୍ନିଶମ ବାହିନୀ ପହଁଚି ଉକ୍ତ ମହିଳାଙ୍କୁ ଉଦ୍ଧାର କରିଥିଲେ l ପରେ ବୌଦ୍ଧ ପୋଲିସ ଘଟଣା ସ୍ଥଳରେ ପହଁଚି ମୃତ ମହିଳାଙ୍କ ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଥିବା ଜଣାପଡ଼ିଛି l ଅନ୍ୟପଟେ ମହିଳା ଜଣଙ୍କ କାହିଁକି ଆତ୍ମହତ୍ୟା କଲେ ଘଟଣାକୁ ନେଇ ବୌଦ୍ଧ ପୋଲିସ ତଦନ୍ତ ଜାରି ରଖିଛି ।  

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.