PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର : ବିଶୋଇ ଅସନାରେ ଓଲଟାଲ ବସ୍‌ , ପଛରୁ ଟ୍ରକ୍‌ ଧକ୍କା ଦେବାରୁ ଭାରସାମ୍ୟ ହରାଇ ଓଟଲିଲା ବସ୍‌ , ୨ଗୁରୁତର , ୫ ଆହତ
  • ||
  • ଖୋର୍ଦ୍ଧା : ଜଟଣୀ ବେଣାପଞ୍ଜରୀ ଗାଁରେ କମେଣ୍ଟ ମରାକୁ କେନ୍ଦ୍ର କରି ବୋମା ମାଡ଼ , ୩ ଆହତ , ଘଟଣା ସ୍ଥଳରେ ପୁଲିସ୍‌ ମୁତୟନ
  • ||
  • ବାଲେଶ୍ବର: ବସିଲା କଙ୍ଗାରୁ କୋର୍ଟ, ବିଧବା ମହିଳାଙ୍କ ମଥାରେ ଦିଆଗଲା ସିନ୍ଦୁର
  • ||
  • ରୁଷ‌୍‌ର ମସ୍କୋରେ ଭାରତ ଖୋଲିଲା ଊର୍ଜା ଅଫିସ୍‌ , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଚେଷ୍ଟାରେ ଉଦ୍‌ଘାଟିତ
  • ||
  • ବ୍ରହ୍ମପୁର ବାଲିପଦାରେ ବିଧବା ମହିଳାଙ୍କୁ ବିଭତ୍ସ ହତ୍ୟା , ଜମି ବିବାଦରୁ ସଂପର୍କୀୟ ହତ୍ୟା କରିଥିବା ସନ୍ଦେହ
  • ||
  • ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା , ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ପାଳନ ପ୍ରସ୍ତୁତି ନେଇ ଏହି ଆଲୋଚନା ଚାଲିଛି
  • ||
  • ବାସୁଦେବପୁର: ଛାତ୍ରଛାତ୍ରୀଙ୍କ ମଧ୍ୟାନ୍ନ ଭୋଜନ ଅର୍ଥ ହଡପ ଘଟଣାରେ କାନ୍ଥିସାହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲେ ବିଇଓ
  • ||
  • ଭୁବନେଶ୍ବର: ରାଜଧାନୀରେ ଲୁଟ୍ ରୋକିବେ ସ୍ପେଶାଲ-୨୬, ନୂଆ ଟିମ୍ ଗଠନ ନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ
  • ||
  • ଗୁଣୁପୁର:ସନ୍ଦେହ ଜନକ ଅବସ୍ଥାରେ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ଯା ଅଭିଯୋଗ ଆଣିଲେ ବାପଘର ଲୋକ
  • ||
  • ସମ୍ବଲପୁର:ବୁର୍ଲା ସାଇଫୋନ ଅଞ୍ଚଳରେ ଥିବା ଜଙ୍ଗଲରେ ଲାଗିଲା ଅଗ୍ନିକାଣ୍ଡ, ନିଆଁ ଆଁରେ ଜଳିଗଲା ଅନେକ ଗଛ
  • ||
  • କଟକ: ଚୌଦ୍ବାର ଓଟିଏମ୍ କାରଖାନା ପରିସରରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ଟିମ୍ ନିୟୋଜିତ
  • ||
  • ରାଉରକେଲା: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ, ଟ୍ବିଟ୍ କରି ସୂଚନା ଦେଲେ
  • ||
  • ଭୁବନେଶ୍ଵର : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ
  • ||
  • ଫୁଲବାଣୀ: ମନରେଗା କାମ କରି ବର୍ଷେ ହେଲା ପାରିଶ୍ରମିକ ପାଇନାହାନ୍ତି ୫୦ରୁ ଉର୍ଦ୍ଧ୍ବ ମହିଳା, ଜିଲ୍ଲାପାଳଙ୍କୁ ଜଣାଇଲେ ଅଭିଯୋଗ କଲେ ମହିଳା
  • ||
  • ଯାଜପୁର ରୋଡରେ କର୍ମଜୀବୀ ମହିଳା ନିବାସକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ନିବାସରେ ୧୦୦ଶଯ୍ୟା ବ୍ୟବସ୍ଥା ରହିଛି
  • ||
  • ମାଲକାନଗିରି: ମହିଳା ଦିବସରେ ଘରବାଡି ପଟ୍ଟା ପାଇଁ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଶତାଧିକ ମହିଳା
  • ||
  • ମାଲକାନଗିରି: ଜିଲ୍ଲାରେ ପ୍ରଥମ ଥର ପାଇଁ ମହିଳା ପୁଲିସଙ୍କ ‘ନିର୍ଭୟା ପେଟ୍ରୋଲିଂ’ ଟିମ୍କୁ ସବୁଜ ପତକା ଦେଖାଇ ଏସପି ଋଷିକେଶ ଡି ଖିଲାରୀ,
  • ||
  • ନୀଳଗିରି କଲେଜର ପର୍ଯ୍ୟଟନ ଓ ଆତିଥ୍ୟତା ବିଭାଗର ଶିକ୍ଷାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର, ଦୁଇବର୍ଷ ଧରି ବାହରୁନି ପରୀକ୍ଷା ଫଳ,କଲେଜ ଆଗରେ ବସିଲେ ଧାରଣା, ଦୁଇ ଛାତ୍ର ଛାତ୍ରୀ ଅସୁସ୍ଥ
  • ||
  • ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ଅବହେଳା ଯୋଗୁଁ ରୋଗୀଙ୍କ ମୃତ୍ୟ ଅଭିଯୋଗ ଆଣି ସମ୍ପର୍କୀୟଙ୍କ ହୋହାଲ୍ଲା, ପୁଲିସ ମୁତୟନ
  • ||
  • ଭୁବନେଶ୍ବର: ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ରାଜଭବନରେ କରିବେ ରାତ୍ରିଯାପନ
  • ||

ବୋତଲରେ ବିଶ୍ୱର ସପ୍ତାଶ୍ଚର୍ଯ୍ୟ, ଲିମ୍‌କା ବୁକ୍‌ରେ ସ୍ଥାନ ପାଇବାକୁ ଲକ୍ଷ

ନୂଆଦିଲ୍ଲୀ ୨୩/୦୧: କୋଚୀର ଅଙ୍ଗାମଲୟ ବାସିନ୍ଦା ଜିସନା ନାଗିରଶାହଙ୍କ କଳାକୃତି ପ୍ରତି ନିଶା ସଭିଙ୍କ ଦୃଷ୍ଟି ଆକର୍ଷଣ କରୁଛି । ୪୦ ବର୍ଷୀୟ ଜିସନାଙ୍କ ନାମ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ ଓ ଏସିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛି।

ଗତ ୬ ବର୍ଷରୁ ସେ ବୋତଲରେ କଳାକୃତି କରୁଛନ୍ତି। ଦୁଇ ବର୍ଷ ପୂର୍ବେ ସେ ଏହି କାମକୁ ଗମ୍ଭୀର ଭାବେ ଗ୍ରହଣ କଲେ। ଏ କ୍ଷେତ୍ରରେ ଅଧିକ ସମୟ ଦେବା ଆରମ୍ଭ କଲେ। ସ୍ମାରକଗୁଡ଼ିକର ସୌନ୍ଦର୍ଯ୍ୟ ତାଙ୍କୁ ଖୁବ୍‌ ଆକର୍ଷିତ କରେ। ଏହି ସୌନ୍ଦର୍ଯ୍ୟକୁ ବୋତଲରେ ଉତାରିବାକୁ ଜିସନା ଚେଷ୍ଟା କରିଛନ୍ତି। ବୋତଲରେ ସେ ବିଶ୍ୱର ସପ୍ତମ ଆଶ୍ଚର୍ଯ୍ୟ ଯଥା- ଗ୍ରେଟ୍‌ ୱାଲ୍‌ ଅଫ୍‌ ଚାଇନା, ରୋମାନ୍‌ କୋଲୋସିୟମ୍‌ ଓ ତାଜମହଲ ଆଦିର ସୌନ୍ଦର୍ଯ୍ୟକୁ ଅବିକଳ ଉତାରିଛନ୍ତି। ବୋତଲ କଳାକୃତିକୁ ସେ କାଦୁଅ, ଅଠା, ବାର୍ନିଶ ଓ ପେଣ୍ଟ ସାହାଯ୍ୟରେ ପ୍ରସ୍ତୁତ କରନ୍ତି । ଏହି ସୂକ୍ଷ୍ମ କାମ ପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି।

ଜିସନାଙ୍କ କହିବା ଅନୁସାରେ, ଏବେ ସେ ନିଜର ନାମ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସରେ ସାମିଲ କରିବାକୁ ଚାହୁଁଛନ୍ତି। ଏହି ରେକର୍ଡ ପାଇଁ ଆବଶ୍ୟକ ପ୍ରକ୍ରିୟା ସବୁକୁ ପୂରଣ କରିବାରେ ସେ ବ୍ୟସ୍ତ ଅଛନ୍ତି। ବୋତଲ କଳାକୃତି ପାଇଁ ଯେତେ ଚଉଡ଼ା ବୋତଲ ଚୟନ କରାଯିବ, ସେତେ ଅଧିକ କଳାକୃତି ପ୍ରସ୍ତୁତ କରାଯାଇ ପାରିବ ବୋଲି ସେ କହନ୍ତି।