PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍ ଅସୁସ୍ଥ ଥିବା ନେଇ ଚର୍ଚ୍ଚା: ୬୦୦ ଦିନରେ ଥରେ ମଧ୍ୟ କରିନାହାନ୍ତି ବିଦେଶ ଗସ୍ତ,କେବଳ ଫୋନ୍‌ରେ ହେଉଛନ୍ତି କଥା

ବେଜିଂ,୨୦।୯: ଚୀନ୍‌ର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ଚାଳିଛି। ଏହି କାରଣରୁ ଗତ ୬୦୦ ଦିନ ହେବ ଗୋଟେ ଥର ମଧ୍ୟ କୌଣସି ବିଦେଶ ଯାତ୍ରାରେ ଯାଇ ନାହାନ୍ତି। ଶେଷଥର ୧୮ ଜାନୁଆରୀ ୨୦୨୦କୁ ମିଆଁମାର ଗସ୍ତରେ ଯାଇଥିଲେ। ଏହାପରେ ସେ ଦେଶ ବାହାରକୁ ଯାଇ ନାହାନ୍ତି। କେବଳ ସେତିକି ନୁହେଁ, ଜିନପିଙ୍ଗ ସାର୍ବଜନୀକ କାର୍ଯ୍ୟକ୍ରମରେ ମଧ୍ୟ ଖୁବ୍ କମ୍ ଯୋଗ ଦେଉଛନ୍ତି। ନିଜକୁ ଭର୍ଚୁଆଲ ବୈଠକ ପର୍ଯ୍ୟନ୍ତ ସୀମିତ କରିନେଇଛନ୍ତି।

ବ୍ଲୁମବର୍ଗ ରିପୋର୍ଟ ଅନୁସାରେ, ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ ବିଦେଶ ଗସ୍ତ କରିବା ବଦଳରେ ଫୋନ୍‌ରେ ଅନ୍ୟ ଦେଶର ନେତାଙ୍କ ସହିତ କଥା ହେଉଛନ୍ତି। ଗତ ଶୁକ୍ରବାର ସେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହିତ କଥା ହୋଇଥିଲେ। ନିକଟରେ ବ୍ରିକ୍ସ ଦେଶର ଶିଖର ସମ୍ମିଳନୀରେ ମଧ୍ୟ ଭର୍ଚୁଆଲି ଭଗା ନେଇଥିଲେ, ଯାହାକି ଖୁବ୍ ଆଶ୍ଚର୍ଯ୍ୟଜନକ ଥିଲା। ଏବେ କରୋନା ମହାମାରୀକୁ ନେଇ ଚିନ୍ତାଜନକ ସ୍ଥିତି ନାହିଁ, ତଥାପି ଜିନପିଙ୍ଗ ବିଦେଶ ଗସ୍ତ ନକରିବା ଏହି କଥାକୁ ଇଶାରା କରୁଛି ଯେ, ସବୁକିଛି ଠିକ୍‌ ଚାଲିନି।   

ସମ୍ବନ୍ଧିତ ଖବର