PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

୧୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି


ଭୁବନେଶ୍ୱର, ୩୧ ।୫ ଆସନ୍ତା ୩ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛି । ଏଥିପାଇଁ ୧୬ଟି ଜିଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,ରାୟଗଡା, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଦା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଯାଜପୁର ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେଣୁ ଏ ସମସ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ମେ ୩୧ ସୁଦ୍ଧା କେରଳ ମୌସୂମୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବରୁ ଅନୁମାନ କରିଥିଲା । ତେବେ ୨ ଦିନ ଡେରିରେ କେରଳ ଛୁଇଁବ ମୌସୂମୀ । ଜୁନ ୩ରେ କେରଳରେ ମୌସୂମୀ ଛୁଇଁବା ନେଇ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।